ପ୍ରମୁଖ ଖବର
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ଟ୍ରାକ୍ଟର -ବାଇକ ମୁହାଁମୁହିଁ ଧକ୍କା : ଜଣେ ମୃତ, ୨ ଗୁରୁତର

ଖୋର୍ଦ୍ଧା,୧୪।୧୧ ଜଟଣୀ ଥାନା ତରାବୋଇ ନୂଆସାହି ଛକ ଠାରେ ଏକ ଟ୍ରାକ୍ଟର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ଡେଲାଙ୍ଗ ବାଲିହୁଙ୍କା ଗ୍ରାମ ର ବିରାଟ ମଙ୍ଗରାଜ ।

ଡେଲାଙ୍ଗ ବାଲିହୁଙ୍କା ଗ୍ରାମ ର ବିରାଟ ମଙ୍ଗରାଜ ଖୋର୍ଦ୍ଧା ରୁ ଏକ ଘରୋଇ କମ୍ପାନୀ ରୁ କାମ ସାରି ବାଇକ ଯୋଗେ ଘରକୁ ଯାଉଥିଲେ। ଏହି  ସମୟରେ ଜଟଣୀ ଥାନା ତରାବୋଇ ନୂଆସାହି ଛକ ଠାରେ ଏକ ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ବିରାଟଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି। ଟ୍ରାକ୍ଟରକୁ ଜଟଣୀ  ପୋଲିସ ଜବତ କରିଛି ।

ଆହୁରି ପଢନ୍ତୁ : ଝାଡଖଣ୍ଡ ବାଇପାଇ ଜଙ୍ଗଲରେ ଲ୍ୟାଣ୍ଡ ମାଇନ୍ ବିସ୍ପୋରଣ : ଜଣେ ଗୁରୁତର

Copyright © 2022 - Summa Real Media Private Limited. All Rights Reserved.