ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ବଜ୍ରାଘାତରେ ଜଣେ ଚାଷୀ ମୃତ, ୧ ଆହତ

Published By : Gurupada Nath | May 29, 2025 10:38 PM

ବିନିକା/ସିଂଘିଯୁବା,୨୯/୫ :  ବିନିକା ଅଞ୍ଚଳରେ ଆଜି ସନ୍ଧ୍ୟାରେ ବର୍ଷା ସାଙ୍ଗକୁ ପ୍ରବଳ ଘଡ଼ଘଡ଼ି ହୋଇଥିଲା ।  ବଜ୍ରପାତ ଘଟି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି । ମୃତ ଚାଷୀ ଜଣଙ୍କ ହେଲେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ସିଂଘିଯୁବା ପଞ୍ଚାୟତ କମିରା ଗାଁର ଡୋଲାମଣୀ ପଧାନ (୬୨) I ଡୋଳାମଣି  ଆଜି ସନ୍ଧ୍ୟାରେ ନିଜ ଚାଷ ଜମିକୁ ଧାନ ଗୋଟାଇବାକୁ ଯାଇଥିବା ସମୟରେ ହଠାତ୍ ବଜ୍ରପାତରେ ଆଘାତ ହୋଇ ବିଲରେ ଟଳି ପଡ଼ିଥିଲେ । 

ଖବରପାଇ  ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବିନିକା ଗୋଷ୍ଠୀସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ I  ଡାକ୍ତର ଦେଖି ତାଙ୍କୁ ମୃତ ଘୋଷଣା କରିଥିଲେ I ଆସନ୍ତାକାଲି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରାଯିବ ।  ତେବେ ଡୋଳାମଣି ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ତାଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି I ସେହିପରି ବଜ୍ରାଘାତରେ ବିନିକା ଥାନା ଦେଣ୍ଡୁପଦର ଗାଁର ଭଗବାନ ଗଡୁଆ (୫୦) ମଧ୍ୟ ବିଲରେ ଧାନ ସାଉଁଟୁଥିବା ସମୟରେ ବଜ୍ରାଘାତରେ ଆହତ ହୋଇ ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି I

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.