ପ୍ରମୁଖ ଖବର
  • ଅଯୋଧ୍ୟାରେ ରାମଲାଲାଙ୍କ ସୂର୍ଯ୍ୟତିଳକ, ଦିବ୍ୟ ରୂପ ଦେଖି ଭକ୍ତିରେ ବିଭୋର ହେଲେ ଶ୍ରଦ୍ଧାଳୁ
  • ||
  • ଦିନ ସାଢେ ୧୧ଟାରେ ୪୦ ଡିଗ୍ରୀ ଛୁଇଁଲା ତାପମାତ୍ରା, ବାଲେଶ୍ଵରରେ ସର୍ବାଧିକ ରେକର୍ଡ
  • ||
  • ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ୩ ଦିନ ସ୍କୁଲ ଛୁଟି
  • ||
  • ମୁମ୍ୱାଇ: ଶୋଇବା ଅଧିକାର ମୌଳିକ ଆବଶ୍ୟକତା, ରାତି ଅଧରେ ଜେରା କରିବାରୁ ଇଡିକୁ ହାଇକୋର୍ଟ ନୋଟିସ୍‌
  • ||
  • ନୂଆଦିଲ୍ଲୀ : ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ୧୬୭ ଜଣଙ୍କ ବିରୋଧରେ ସଙ୍ଗିନ ମାମଲା, କଂଗ୍ରେସର ଭେଙ୍କଟରମଣ ସବୁଠୁ ଧନୀ
  • ||
  • ଭୁବନେଶ୍ୱର : ପିସିସି ପ୍ରଚାର କମିଟି ବୈଠକ, ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି
  • ||
  • ଆଇପିଏଲ୍‌ରେ ଆଜି ଦିଲ୍ଲୀ ଓ ଗୁଜୁରାଟ ମଧ୍ୟରେ ଟକ୍କର, ଅହମ୍ମଦାବାଦରେ ହେବ ମୁକାବିଲା
  • ||
  • ଦୁବାଇରେ ବର୍ଷାର ପ୍ରକୋପ, ଚାରିଆଡେ ଖାଲି ପାଣି ପାଣି, ଓମାନରେ ଚାଲିଗଲା ୧୮ ଜୀବନ
  • ||
  • ଭୁବନେଶ୍ଵର : ଅସହ୍ୟ ତାତି ଓ ଗୁଳୁଗୁଳିରେ ସିଝୁଛି ରାଜ୍ୟ, ୪ ଦିନ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ୧୮ ଓ ୧୯ରେ ୪୫ ଡିଗ୍ରୀ ଛୁଇଁବ
  • ||
  • ଭୁବନେଶ୍ଵର : ଆଜି ପବିତ୍ର ରାମନବମୀ, ପ୍ରାଣ ପ୍ରତିଷ୍ଠା ପରେ ଅଯୋଧ୍ୟାରେ ପ୍ରଥମ ରାମନବମୀ, ଆସିବେ ୨୫ ଲକ୍ଷ ଶ୍ରଦ୍ଧାଳୁ
  • ||

ସ୍କୁଟିକୁ ଧକ୍କା ଦେଲା ମୋ ବସ୍, ସ୍କୁଟି ଚାଳକ ଗୁରୁତର

ଭୁବନେଶ୍ବର,୧୭।୩ ଆଇଗିଣିଆ ଛକରେ ଦୁର୍ଘଟଣା। ପୁଣି ମୋ ବସ୍ ଘଟାଇଲା ଦୁର୍ଘଟଣା। ସ୍କୁଟି ଚାଳକକୁ ପିଟିଲା ମୋ ବସ୍। ଦୁର୍ଘଟଣାରେ ସ୍କୁଟି ଚାଳକ ଜଣକ ଗୁରୁତର ହୋଇଛନ୍ତି। ଏହାକୁ ନେଇ ଉତ୍ତେଜନା ଦେଖା ଦେଇଥିଲା।  ଖବର ପାଇ ଘଟଣାସ୍ଥଳରେ ଖଣ୍ଡଗିରି ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି। ଡ୍ରାଇଭରକୁ ଅଟକ ରଖି ପୋଲିସ ପଚରାଉଚରା କରୁଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.