ପ୍ରମୁଖ ଖବର
  • ନୀଳଗିରିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାରାଥନ ପ୍ରଚାର
  • ||
  • ଚିଲିକାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପୁରୀ ଲୋକସଭା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଅପିଲ୍ କଲେ
  • ||
  • ଟିମ୍‌ ଇଣ୍ଡିଆ ମୁଖ୍ୟ କୋଚ୍‌ ରେସ୍, ମାହେଲା ଜୟବର୍ଦ୍ଧନେଙ୍କୁ ବିସିସିଆଇର ପ୍ରସ୍ତାବ
  • ||
  • ଜୁଲାଇ ୪ରେ ବ୍ରିଟେନରେ ସାଧାରଣ ନିର୍ବାଚନ, ଆସନ୍ତା ସପ୍ତାହରେ ଭଙ୍ଗ ହେବ ସଂସଦ
  • ||
  • ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ କାଉଣ୍ଟଡାଉନ୍ ଆରମ୍ଭ: ଗୁରୁବର ସନ୍ଧ୍ୟା ସରିବ ପ୍ରଚାର, ଶନିବାର ୫୮ ଆସନରେ ମତଦାନ
  • ||
  • କଣାସରେ ଘର ଭିତରକୁ ପଶିଗଲା ଟ୍ରାକ୍ଟର, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ମେ’ ୨୯ରେ ପୁଣି ଓଡ଼ିଶା ଆସିବେ ମୋଦି, ୨୬ରେଭଦ୍ରକରେ ଭୋଟ୍‌ ମାଗିବେ ରାହୁଲ, ବାଲେଶ୍ୱରକୁ ଖଡ୍‌ଗେ
  • ||
  • ରଥ ଖଳା ହାଲ୍‌ଚାଲ୍‌...ରଥ ଗୁଜରେ ନୃସିଂହ ମୁଖ ଅଙ୍କନ, ରୂପକାରଙ୍କ କାର୍ଯ୍ୟାରମ୍ଭ, ଅର ଅନୁକୂଳ କଲେ ବିଶ୍ୱକର୍ମା
  • ||
  • ସନ୍ଧ୍ୟାରେ ସରିବ ତୃତୀୟ ପର୍ଯ୍ୟାୟ ଭୋଟ୍‌ ପ୍ରଚାର, ଶନିବାର ୬ ଲୋକସଭା, ୪୨ ବିଧାନସଭାରେ ଭୋଟ୍‌
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୨୪ ସୁଦ୍ଧା ଅବପାତ, ୨୫ରେ ଗଭୀର ଅବପାତ ସମ୍ଭାବନା, ଭଦ୍ରକ ଏବଂ ବାଲେଶ୍ୱରରେ ବର୍ଷିବ
  • ||

ଆସିଲାନି ଆମ୍ବୁଲାନ୍ସ, ଅଂଶୁଘାତରେ ଜଣେ ମୃତ

ନୀଳଗିରି,୨/୪(ଆ.ପ୍ର): ଆସିଲାନି ଆମ୍ବୁଲାନ୍ସ, ଆଖି ବୁଜିଦେଲେ ଜଣେ ବ୍ୟକ୍ତି  । ଏଭଳି ଘଟଣା ରେମୁଣା ବ୍ଲକ ଅଧିନ ବରୁଣସିଂ ଅଞ୍ଚଳରେ ଘଟିଛି । ମୃତକ ଜଣକ ହେଲେ ରାଜେନ୍ଦ୍ର ଆଚାର୍ଯ୍ୟ ।

ଏହି ଅଞ୍ଚଳର ଗୋପୀନାଥ ଆଚାର୍ଯ୍ୟ ଙ୍କ ପୁଅ ରାଜେନ୍ଦ୍ର ଜଣେ ଟିଉସନ ମାଷ୍ଟର। ଆଜି ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ହଠାତ ଅସୁସ୍ଥ ହୋଇପଡିଥିଲେ। ପରିବାର ଲୋକେ ୧୦୮ ଆମ୍ବୁଲାନ୍ସ କୁ ଫୋନ କରିବା ପରେ   ଆମ୍ବୁଲାନ୍ସ ବହୁ ସମୟ ପର୍ଯ୍ୟନ୍ତ ଆସିନଥିଲା। ତାଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ଏକ ଘରୋଇ ଗାଡ଼ିରେ ବାଲେଶ୍ୱର ହସ୍ପିଟାଲ ନେବାବେଳେ ରାସ୍ତାରେ ଆଖିବୁଜି ଥିଲେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.