PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ସଡ଼କ ଦୁର୍ଘଟଣାରେ ଜଣେ ମୃତ

ବଲାଙ୍ଗିର,୫|୨ : ବଲାଙ୍ଗିର-ଟିଟିଲାଗଡ ରୋଡଠାରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁଘଟିଛି । ମୃତକ ଜଣକ ଭିର୍‌କାପଡାର ରାଜେଶ ମହାନନ୍ଦ ବୋଲି ଜଣାପଡିଛି । ସୂଚନା ଅନୁସାରେ କୌଣସି ଏକ କାମ ପାଇଁ ରାଜେଶ ରତନପୁରକୁ ଆସୁଥିବା ବେଳେ ଏହି ଦୁର୍ଘଟଣାର ଶିକାର ହୋଇ ଘଟଣାସ୍ଥଳରେ ଗୁରୁତର ଅବସ୍ଥାରେ ପଡି ରହିଥିଲେ । ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ବଲାଙ୍ଗିର ମେଡିକାଲ କଲେଜ ଓ ହସ୍‌ପିଟାଲରେ ଭର୍ତ୍ତି କରିଥିଲେ । ତେବେ ଡାକ୍ତର ପ୍ରାଥମିକ ଚିକିତ୍ସା କରି ରାଜେଶଙ୍କୁ ମୃତ ଘୋଷଣା କରିଥିବା ଜଣାପଡିଛି।