ପ୍ରମୂଖ ଖବର
  • Women's Triseries IND VS SRI; ସ୍ମୃତିଙ୍କ ଶତକୀୟ ପାଳି, ଶ୍ରୀଲଙ୍କାକୁ ୩୪୩ରନ୍‌ର ଟାର୍ଗେଟ
  • ||
  • ଏବେ ବି ଜାରି ଅପରେସନ୍ 'ସିନ୍ଦୂର', ଭାରତୀୟ ବାୟୁସେନା ଦେଲା ବଡ଼ ସୂଚନା
  • ||
  • ବଲାଙ୍ଗୀର : ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଗୁରୁତର
  • ||
  • ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ତିନି ସେନା ମୁଖ୍ୟ, ପିଏମ୍‌ଙ୍କ ବାସ ଭବନ ପ୍ରତିରକ୍ଷା ମନ୍ତ୍ରୀ, ଏନ୍ଏସଏଙ୍କ ସମେତ ସିଡିଏସ
  • ||
  • ମୟୂରଭଞ୍ଜ : ବିଲରୁ ନବଜାତକର ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ସୁନ୍ଦରଗଡ଼ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ପୋଡ଼ୋଶୀକୁ କଟୁରୀରେ ହାଣି ହତ୍ୟା
  • ||
  • ଆସନ୍ତା ସପ୍ତାହରେ ଯୁକ୍ତ ଦୁଇ ରେଜଲ୍ଟ,ସିବିଏସ୍‌ଇ ଦଶମ, ଦ୍ୱାଦଶ ଫଳ ବି ପ୍ରକାଶ ପାଇବ
  • ||
  • ରଥଖଳା ହାଲ୍‌ଚାଲ୍‌... ଆଜି ଗୁଜ ଅନୁକୂଳ କରିବେ ରୂପକାର, ଚକ ତିଆରି ପାଇଁ ଖୋଳାହେବ ଯନ୍ତାଗାଡ଼
  • ||
  • ମହିଳା ତ୍ରିରାଷ୍ଟ୍ରୀୟ ସିରିଜ୍‌: ଆଜି ଭାରତ-ଶ୍ରୀଲଙ୍କା ଫାଇନାଲ ଫାଇଟ୍‌, ଟିମ୍‌ ଇଣ୍ଡିଆ ପଲ୍ଲା ଭାରି
  • ||
  • ବାଲେଶ୍ୱର : ଗୋରୁ ବୋଝେଇ ଟ୍ରକ୍‌ ଜବତ: ୪୦ ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର, ଡ୍ରାଇଭର ଫେରାର
  • ||
  • ଶ୍ରୀମନ୍ଦିରରେ ଶ୍ରୀନୃସିଂହ ଦେବଙ୍କ ଜନ୍ମ ନୀତି, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ମୁକ୍ତିମଣ୍ଡପସ୍ଥ ଖଟୁଲିରେ ବିଜେ ହେବେ
  • ||
  • ଭୁବନେଶ୍ୱର : ୪୪୦ଭୋଲ୍ଟ ତାରରୁ ଘରେ ଲାଗିଲା ନିଆଁ, ଅଳ୍ପକେ ବର୍ତିଲେ ପରିବାର ଲୋକେ
  • ||
  • ଏଥର ଆଗୁଆ ଆସିବ ମୌସୁମୀ, ଓଡ଼ିଶାକୁ ବି ଶୀଘ୍ର ଛୁଇଁପାରେ: ୫ ଦିନ ଯାଏ ପ୍ରଚଣ୍ଡ ତାତି, ଗୁଳୁଗୁଳିରୁ ମିଳିବନି ତ୍ରାହି
  • ||

ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ପୋଡ଼ୋଶୀକୁ କଟୁରୀରେ ହାଣି ହତ୍ୟା

Published By : Harapriya Sethi | May 11, 2025 9:46 AM

ଭୁବନେଶ୍ୱର, ୧୧/୦୫: ସୁନ୍ଦରଗଡ଼ ଜିଲ୍ଲା ମହୁଲପଦା ଥାନା ସାନଜଲ ଗାଁରେ ଅଭାବନୀୟ ଘଟଣା । ପୂର୍ବଶତ୍ରୁତାକୁ ନେଇ ଗଡ଼ିଲା ମୁଣ୍ଡ । କଟୁରୀରେ ହାଣି ପଡୋଶୀକୁ ହତ୍ୟା ହୋଇଛି । ମୃତକ ଦୋଳ ନାଏକ ଏବଂ ହତ୍ୟାକାରୀ ଶୁକ ଦେହୁରୀ ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି । 

ଖବର ଅନୁଯାୟୀ, ସାନଜଲ ଗାଁର ଶୁକ ଦେହୁରୀ ଏବଂ ଦୋଳ ନାଏକଙ୍କ ମଧ୍ୟରେ ପୂର୍ବଶତ୍ରୁତାକୁ ନେଇ ବିବାଦ ଲାଗିରହିଥିଲା । ଯାହାର ପରିଣତି ଏବେ ହତ୍ୟାକାଣ୍ଡ । ମହୁଲପଦ ସାନଜଲ ଗାଁର ଦୋଳ ନାଏକକୁ କଟୁରୀରେ ହାଣି ହତ୍ୟା କରିଛନ୍ତି ପଡୋଶୀ  ଶୁକ ଦେହୁରୀ। ସେପଟେ ହତ୍ୟାକାଣ୍ଡ ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି । ଏହାସହ ଅଭିଯୁକ୍ତ ପଡୋଶୀ ଶୁକ ଦେହୁରୀକୁ ଅଟକ ରଖି ଜେରା କରୁଛି ପୋଲିସ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.