ପ୍ରମୁଖ ଖବର
  • ମଙ୍ଗଳବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରାଜ୍ୟବାସୀଙ୍କୁ ଦେବେ ୧୯,୬୦୦ କୋଟିର ପ୍ରକଳ୍ପ ଭେଟି
  • ||
  • ପୁଲିସକୁ ଢେଲାମାରି ହତ୍ୟା ଉଦ୍ୟମ ଅଭିଯୋଗ: ଦୁର୍ଦ୍ଦାନ୍ତ ପାକା ଗିରଫ, ଭାଇ ଫେରାର
  • ||
  • ଆଜି ସରିବ ମାଟ୍ରିକ୍‌ ପରୀକ୍ଷା: ଭାଇରାଲ୍‌ ଓ ଲିକ୍‌ ଗୁଜବର ଘଟୁନି ଅନ୍ତ, କ୍ରାଇମ୍‌ବ୍ରାଞ୍ଚ୍‌ରେ ବୋର୍ଡ ଏତଲାର ଫଳ ଶୂନ୍ୟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସର ଦମଦାର ପ୍ରଦର୍ଶନ, ଗୁଜରାଟକୁ ୨୫ରନ୍‌ରେ ହରାଇଲା
  • ||
  • କଳାହାଣ୍ଡିରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟ୍‌ର ଘାଇ, ଦେପୁରରେ କୃତ୍ରିମ ବନ୍ୟା
  • ||
  • ରାଜ୍ୟରେ ବଦଳିବ ପାଣିପାଗ ମିଜାଜ: ଆଜିଠୁ କମିବ ତାତି, ୭ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଜଣେ ଗୁରୁତର

ପଦ୍ମପୁର, ୧୫।୧୦ : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ  ନିତ୍ୟାନନ୍ଦ ଗାଁରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ଗୁରତର ଜଣକ ହେଲେ ଭୋଲାନାଥ ନାୟକ। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

 ଭୋଲାନାଥ ନାୟକ ତାଙ୍କ ସାଙ୍ଗ ସହିତ ବିଲକୁ ଯାଇଥିଲେ। ଏହି ସମୟରେ ଏକ ଭାଲୁ ତାଙ୍କୁ  ଆକ୍ରମଣ କରିଥିଲା  । ତାଙ୍କ ସାଙ୍ଗ  ଏ ସମ୍ପର୍କରେ ଫୋନରେ ଗାଁ ଲୋକଙ୍କୁ ଜଣାଇଥିଲେ।  ଗ୍ରାମବାସୀ ପହଞ୍ଚି ତାଙ୍କୁ ଉଦ୍ଧାର କରି ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ  ପ୍ରାଥମିକ ଚିକିତ୍ସା କରିବା ପରେ ବୁର୍ଲା ସ୍ଥାନାନ୍ତର  କରାଯାଇଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.