ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ସୀମାନ୍ତରେ ଆଇଡି ବୋମା ବିସ୍ଫୋରଣରେ ଜଣେ ବ୍ୟକ୍ତି ଗୁରୁତର

Published By : Gurupada Nath | January 10, 2025 10:39 PM

ମାଲକାନଗିରି,୧୦/୧  : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲାରେ ମାଓବାଦୀ ଖଞ୍ଜିଥିବା ଆଇଡି ବୋମା ବିସ୍ଫୋରଣରେ ଜଣେ ଗ୍ରାମବାସୀ ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ ଜିଲ୍ଲାର ଓରଛା ଥାନା ଅନ୍ତର୍ଗତ ଇତୁଲ ଗ୍ରାମ ରାସ୍ତାରେ ମାଓବାଦୀ ଯବାନଙ୍କୁ ଟାର୍ଗେଟ କରି ଏକ ଆଇଡି ବୋମା ଖଞ୍ଜିଥିବାବେଳେ ଏହି ବୋମାଟି ବିସ୍ଫୋରଣ ଘଟି ଏଥିରେ ଜଣେ ସ୍ଥାନୀୟ ବାସିନ୍ଦା ଗୁରୁତର ଆହତ ହୋଇଛନ୍ତି । 

ଆହତ ବ୍ୟକ୍ତିଙ୍କ ନାମ ଶୁଭମ ପୋଡିୟମ ହୋଇଥିବାବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ନାରାୟଣପୁର ମେଡିକାଲରେ ଭର୍ତ୍ତି କରାଇଛନ୍ତି । ଏ ନେଇ ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.