ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଦୁଇ ଶ୍ରମିକଙ୍କୁ ବଞ୍ଚାଇଲେ, ନିଜ ଜୀବନ ହାରିଲେ ଯୁବକ

ଦିଗପହଣ୍ଡି: ୨୨।୫: ଗଣିଆ ନାଳ ଗାଁରେ କୂଅ ସଫା ବେଳେ ଅଘଟଣ । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । ଅଣନିଶ୍ୱାସୀ ୨ ଶ୍ରମିକଙ୍କୁ ଉଦ୍ଧାର ପାଇଁ ଯାଇ ଅନ୍ୟ ଜଣେ ଯୁବକ ଆଖି ବୁଜିଥିବା ଜଣାପଡ଼ିଛି । ଅଗ୍ନିଶମ ବାହିନୀ ପହଞ୍ଚି କୂଅ ଭିତରୁ ସମସ୍ତଙ୍କୁ ଉଦ୍ଧାର କରିଛନ୍ତି । ଉଦ୍ଧାରକାରୀର ମୃତ୍ୟୁ ଘଟିଥିଲା ବେଳେ ଅନ୍ୟ ୨ ଜଣ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ଥିବା ଜଣାପଡ଼ିଛି । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.