ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଖୋଲା ଜିପ୍‌ରେ ରିଲ୍ସ କରିବା ପଡ଼ିଲା ମହଙ୍ଗା , ଭିଡ଼ିଓ ଭାଇରାଲ ପରେ ମାମଲା ରୁଜୁ

Published By : Gurupada Nath | March 29, 2025 8:32 PM

ହାଇଦ୍ରାବାଦ, ୨୯/୩ :   ରିଲ୍ସ କରି କାହାର ଜୀବନ ଯିବା ଏବେ ନୀତିଦିନିଆ ଘଟଣା ହୋଇଗଲାଣି । ପ୍ରତ୍ୟେକ ଦିନ କେଉଁଠୁ ନା କେଉଁଠୁ ଏଭଳି ଖବର ସାମ୍ନାକୁ ଆସୁଛି । ନା ଅଛି କାହାକୁ ଭୟ ନା ଆଇନର ପ୍ରତିବନ୍ଧକ । ସବୁ କିଛି ସାତଖୁନ୍ ମାଫ୍ । ଏଭଳି ଏକ ଘଟଣା ଏବେ ସାମ୍ନାକୁ ଆସିଛି ଯାହାକୁ ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ । ରିଲ୍ସ କରି ଜନୈକ ଯୁବକଙ୍କୁ ହଟହଟା ହେବାକୁ ପଡ଼ିଛି । ତାଙ୍କ ନାଁରେ ଏବେ ମାମଲା ରୁଜୁ ହୋଇଛି । ରିଲ୍ କଲେ ଏବେ ରିୟଲରେ ମାମଲା ରୁଜୁ ହୋଇଛି । ଏଭଳି ଘଟଣା ସାମ୍ନାକୁ ଆସିଛି ହାଇଦ୍ରାବାଦରୁ । 

ସୋସିଆଲ ମିଡ଼ିଆରେ ଭାଇରାଲ ହେଉଥିବା ଭିଡ଼ିଓରେ ଅଫଜୁଦ୍ଦିନ ନାମକ ଏକ ୨୧ବର୍ଷୀୟ ଯୁବକ ଦେଖାଯାଉଛନ୍ତି । ସେ ସହରର ଭିଡ଼ ରାସ୍ତାରେ ଏକ ଖୋଲା ଜିପରେ ଯାଉଛନ୍ତି । ଜିପର ଡ୍ୟାଶବୋର୍ଡ଼ରେ ଏୟର ରାଇଫଲ ରଖିଛନ୍ତି ଏବଂ ବ୍ୟାକଗ୍ରାଉଣ୍ଡରେ ଶୋଲେ ଫିଲ୍ମର ପ୍ରସିଦ୍ଧ ଗୀତ ‘ମେହବୁବା-ମେହବୁବା’ ଗୀତକୁ ବଜାଉଛନ୍ତି । ଆଉ ଏହି ସମୟରେ ଅଫଜୁଦ୍ଦିନ ନିଜ ଗୋଡ଼ ବି ଜିପର ଡ୍ୟାଶବୋର୍ଡ଼ରେ ରଖିଛି ।

ଏହି ଭିଡ଼ିଓ ହାଇଦ୍ରାବାଦର ବଞ୍ଜାରା ହିଲ୍ସ ରୋଡ଼ ନମ୍ବର ୧ରେ ଥିବା ସରବୀ ହୋଟେଲ ପାଖରେ ସୁଟ୍ କରାଯାଇଥିଲା । ଏବେ ପୋଲିସ ଅଶାନ୍ତ କରିବା ଅଭିଯୋଗରେ ଏକ ମାମଲା ରୁଜୁ କରିଛି । ପୋଲିସ ୨୧ବର୍ଷର ଅଫଜୁଦ୍ଦିନ ଏବଂ ଜିପ ଡ୍ରାଇଭରଙ୍କୁ ଧରି ନେଇଛି । ଏହାସହ ରିଲ୍ସରେ ଦେଖାଯାଇଥିବା ଏୟର ଗନକୁ ଜବତ କରି ନେଇଛି  । ପୋଲିସର ସୂଚନା ଅନୁସାରେ ଅଭିଯୁକ୍ତ ଜଣଙ୍କ ପେଶାରେ ଭିଡ଼ିଓଗ୍ରାଫର ଅଟନ୍ତି ଏବଂ ସବୁବେଳେ ରିଲ୍ସ କରିବା ଲାଗି ଏୟର ଗନର ବ୍ୟବହାର କରିଥାନ୍ତି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.