ପ୍ରମୂଖ ଖବର
  • ଲାଞ୍ଚ ନେଉଥିବା ବେଳେ ମହିଳା କନିଷ୍ଠ କିରାଣୀଙ୍କୁ ଧରିଲା ଭିଜିଲାନ୍ସ,୧୦ ହଜାର ଟଙ୍କା ଜବତ
  • ||
  • କୋରାପୁଟ : ADEOଙ୍କୁ ଗିରଫ କଲା ଭିଜିଲାନ୍ସ, ଜବତ ହେଲା ନଗଦ ୨ ଲକ୍ଷ ୪୫ ହଜାର ଟଙ୍କା ସହ ୨୮୫ ଗ୍ରାମ୍ ସୁନା
  • ||
  • କଟକ : ବେଲେଶ୍ୱର ଡବଲ ମର୍ଡର ଘଟଣା: ୫ ବର୍ଷ ପରେ ଅଭିଯୁକ୍ତ ଗିରଫ
  • ||
  • ଆଠଗଡ଼ : ଟ୍ରେନ୍‌ରୁ ପାଲ ଚୋରି କରୁଥିଲେ, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଯୁବକଙ୍କ ଜୀବନ
  • ||
  • ରାଜସ୍ଥାନ: ଟ୍ରେଲରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ଦୁର୍ଘଟଣାରେ ଚାଲିଗଲା ୩ ଜୀବନ, ଏକାଧିକ ଆହତ
  • ||
  • ବେଆଇନ ଭାବେ ଅନ୍ୟ ଦେଶରେ ରହିବା ଆଇନଗତ ଅଧିକାର ନୁହେଁ । ବେଆଇନ ଭାବେ ରହୁଥିବା ଲୋକଙ୍କୁ ଭାରତ ନେବାକୁ ପ୍ରସ୍ତୁତ: ମୋଦି
  • ||
  • ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ, ପ୍ରଶ୍ନକାଳକୁ ଅଚଳ କରିଦେଲେ ବିରୋଧି, ଦିନ ୧୨ଟା ଯାଏ ଗୃହ ମୁଲତବୀ ଘୋଷଣା
  • ||
  • କଳାହାଣ୍ଡି : କାର୍‌ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଡ୍ରାଇଭର ଅଟକ
  • ||
  • ଆଜି ବିଜେପିର କୋର କମିଟି ବୈଠକ: ଅଧ୍ୟକ୍ଷତା କରିବେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସଭାପତି ଚୟନ ନେଇ ଆଲୋଚନା
  • ||
  • ଗରମରୁ ସାମାନ୍ୟ ଆଶ୍ୱସ୍ତି: ଆଜିଠୁ କମିବ ରାତି ତାପମାତ୍ରା,୧୬ରୁ ପୁଣି ବଢ଼ିବ ତାତି
  • ||

ଭାରସାମ୍ୟ ହରାଇ ଓଲଟିଲା OSRTC ବସ୍ ; ଦୁଇ ମୃତ, ୧୫ ଆହତ

Published By : Prameya | January 26, 2025 5:52 PM

ଅନୁଗୋଳ,୨୬/୧୧ : ଭାରସାମ୍ୟ ହରାଇ ଓଲଟିଲା OSRTC ବସ୍ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଅନୁଗୋଳ ଜିଲ୍ଲା ସମଲ ଥାନା ଗହମ ଆଶ୍ରମ ନିକଟରେ । ବସଟି ଓଲଟି ପଡିଛି । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ରୁ ଊର୍ଦ୍ଧ୍ବ ଆହତ ହୋଇଥିବା ଜଣାପଡ଼ିଛି । 

ସୂଚନା ଅନୁସାରେ ବସ୍ ଟି ବାରିପଦାରୁ ଅନୁଗୋଳ ଆସୁଥିଲା । ଏହି ସମୟରେ ହଠାତ୍ ଗହମ ଆଶ୍ରମ ନିକଟରେ ବସଟି ଓଲଟି ପଡ଼ିଥିଲା । ଫଳରେ ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏହି ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ଏହା ଦେଖି ସ୍ଥାନୀୟ ଲୋକେ ସେଠାରେ ଉଦ୍ଧାର କାର୍ଯ୍ୟରେ ଲାଗିପଡ଼ିଥିବାବେଳେ ପୋଲିସ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଆହତମାନଙ୍କୁ ସ୍ଥାନୀୟ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଉଛି ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.