ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

ଅଗଷ୍ଟ ୧୭ରେ ଓଟିଇଟି, ବୋର୍ଡ ୱେବ୍‌ସାଇଟ୍‌ରେ ଆଡ୍‌ମିଟ୍‌ କାର୍ଡ ଉପଲବ୍ଧ

କଟକ,୧୩/୦୮: ଓଡ଼ିଶା ଶିକ୍ଷକ ଯୋଗ୍ୟତା  ପରୀକ୍ଷା ବା ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ  (ଓଟିଇଟି)-୨୦୨୪ ଆସନ୍ତା ୧୭ ତାରିଖରେ ହେବ। ଦୁଇଟି ପେପର ବିଶିଷ୍ଟ ପରୀକ୍ଷାର ପ୍ରଥମ  ପେପର ସକାଳ ୯ଟାରୁ ଦିନ ୧୧ଟା ୩୦ ଏବଂ ଦ୍ୱିତୀୟ ପେପର ଅପରାହ୍ଣ ୨ଟାରୁ ୪ଟା ୩୦  ପର୍ଯ୍ୟନ୍ତ ଚାଲିବ ବୋଲି ବୋର୍ଡ ପକ୍ଷରୁ ସମୟ  ନିର୍ଘଣ୍ଟ ଜାରି କରାଯାଇଛି । ପରୀକ୍ଷାର୍ଥୀମାନେ ବୋର୍ଡ  ୱେବ୍‌ସାଇଟ୍‌ରୁ ଆଡ୍‌ମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରି ପାଇପାରିବେ ବୋଲି ସୂଚନା ଦିଆଯାଇଛି । ପରୀକ୍ଷା  ଲାଗି ରାଜ୍ୟରେ ମୋଟ ୧ ଲକ୍ଷ ୪୧ ହଜାର ୨୭୮  ଜଣ ପରୀକ୍ଷାର୍ଥୀ ଆବେଦନ କରିଛନ୍ତି ।

ପ୍ରଥମ  ପେପର ପରୀକ୍ଷା ଲାଗି ୩୪ ହଜାର ୧୧୬ ଜଣ  ଆବେଦନ କରିଥିବା ବେଳେ ପେପର-୨ ପରୀକ୍ଷା  ପାଇଁ ୧ଲକ୍ଷ ୭ହଜାର ୧୬୨ ଜଣ ଆବେଦନ  କରିଛନ୍ତି । ପରୀକ୍ଷା ଲାଗି ବୋର୍ଡ ପକ୍ଷରୁ ରାଜ୍ୟରେ ୪୩୦ଟି ସେଣ୍ଟର ଚୟନ କରାଯାଇଛି । କପି ଏବଂ  ପ୍ରଶ୍ନପତ୍ର ଭାଇରାଲ୍‌ ରୋକିବା ଲାଗି ଡିଜି ଲକରରେ ପ୍ରଶ୍ନପତ୍ର ସମସ୍ତ ସେଣ୍ଟରକୁ ବୋର୍ଡ କାର୍ଯ୍ୟାଳୟରୁ  ପଠାଯିବ । ୧୫୦ ନମ୍ବର ଲେଖାଏଁ ଦୁଇଟି ପେପର  ପରୀକ୍ଷା ଓଏମ୍‌ଆର୍‌ ସିଟ୍‌ରେ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.