ପ୍ରମୁଖ ଖବର
  • ବିଜେପି ନୀଳଗିରି ବିଧାୟକ ଇଂ ସୁକାନ୍ତ ନାୟକ
  • ||
  • ଏପ୍ରିଲ୍‌ ୨ରୁ ନୂଆ ଶ୍ରେଣୀରେ ପଢ଼ିବେ ପିଲା, ନିର୍ଦ୍ଧାରିତ ସମୟରେ ବଣ୍ଟନ ହେବ ପାଠ୍ୟପୁସ୍ତକ
  • ||
  • ଏବେଠୁ ଜଳିଲାଣି ସାରା ଓଡ଼ିଶା, ଦିନ ସାଢେ ୧୧ଟାରେ ଟପିଗଲା ୩୬ ଡିଗ୍ରୀ
  • ||
  • ବିଜେଡିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ, ବଲାଙ୍ଗୀର ଲୋକସଭା ପ୍ରାର୍ଥୀ ନେଇ ଚର୍ଚ୍ଚା
  • ||
  • ବିଶ୍ୱରେ ୩୦% ହାରରେ ବଢ଼ୁଛି ଏଆଇ ନିଯୁକ୍ତି, ମେଶିନ ଲଣ୍ଣିଂ ସହ ଜଡିତ ପ୍ରଫେସନାଲଙ୍କ ବଢ଼ୁଛି ଚାହିଦା
  • ||
  • ବିଜେପିରେ ଟିକଟ କସରତ: ଆଜି ଆସିପାରେ ଦ୍ୱିତୀୟ ପର୍ଯ୍ୟାୟ ତାଲିକା, କୋର୍ କମିଟି ବୈଠକରେ ଚୂଡ଼ାନ୍ତ
  • ||
  • ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା
  • ||

ବଦଳିଲା ଓଟିଇଟି ନିୟମ, ଥରେ ପାସ୍ ହେଲେ ଆଶାୟୀଙ୍କୁ ଦେବାକୁ ପଡିବନି ବାରମ୍ବାର ପରୀକ୍ଷା

ଭୁବନେଶ୍ୱର ୧୨/୦୫: ଶିକ୍ଷା ନିଯୁକ୍ତି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । ଏଣିକି ଥରେ ଓଟିଇଟି ପାସ୍ ହେଲେ ଦେବାକୁ ପଡିବନି ପରୀକ୍ଷା। ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ୍ ସାର୍ଟିଫିକେଟ୍‌କୁ ୭ ବର୍ଷରୁ ଆଜୀବନ ବୈଧତା ନେଇ ଘୋଷଣା କଲେ ସରକାର। ଏନେଇ ଟ୍ବିଟ୍ କରି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

{"id":572569,"sizeSlug":"large","linkDestination":"none"}

ସୂଚନା ମୁତାବିକ, ପୂର୍ବରୁ ଶିକ୍ଷକ ନିଯୁକ୍ତି ଯୋଗ୍ୟତା ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟ୍ ୭ବର୍ଷ ପାଇଁ ବୈଧ ରହୁଥିଲା । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିରେ ଶିକ୍ଷକ ଚାକିରି ଆଶାୟୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.