ପ୍ରମୂଖ ଖବର
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ,୨୨ରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ
  • ||
  • ବଲାଙ୍ଗୀର : ଟିକ୍ରାପଡ଼ା-ଝିଙ୍କିଡୁଙ୍ଗୁରି ରାସ୍ତାରେ ବାଇକ୍‌ ଦୁର୍ଘଟଣା, ବାଇକ୍‌ ଆରୋହୀ ମୃତ
  • ||
  • ଆନନ୍ଦପୁର : ୨୫୦ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଗୁଜରାଟ ମଡେଲରେ ଓଡ଼ିଶାରେ ହେବ ପୋଷଣ କେନ୍ଦ୍ର, ହିତାଧିକାରୀଙ୍କୁ ମିଳିବ ସ୍ୱତନ୍ତ୍ର କାର୍ଡ
  • ||
  • ମୟୂରଭଞ୍ଜ : ପାରିବାରିକ ଅସନ୍ତୋଷରୁ ସ୍ତ୍ରୀକୁ ପିଟିପିଟି ହତ୍ୟା ,ସ୍ୱାମୀ ଫେରାର
  • ||
  • ଜଳେଶ୍ୱରରେ ଲଜ୍ଜ୍ୟା : ସ୍ବାମୀକୁ ନିଶା ଖୁଆଇ ସ୍ତ୍ରୀକୁ ଦୁଷ୍କର୍ମ ଅଭିଯୋଗ, ସମ୍ପର୍କୀୟ କାକା ଫେରାର
  • ||
  • ଶାନ୍ତିପଲ୍ଲୀ ବସ୍ତିରେ ହତ୍ୟା ଘଟଣା: ୩ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଏଆର ରେହମାନ ଅସୁସ୍ଥ, ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି
  • ||
  • ଗୁଲୁମୀ ଜଳପ୍ରପାତରେ ବୁଡ଼ି ଛତିଶଗଡ଼ର ଦୁଇ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଗଡଗୋବିନ୍ଦପୁର ପୂର୍ବତନ ସରପଞ୍ଚ କେ ହରିବନ୍ଧୁ ରେଡ୍ଡୀଙ୍କୁ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କନ୍ଧମାଳ : ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚିରନିଦ୍ରାରେ ପଦ୍ମଭୂଷଣ ରମାକାନ୍ତ ରଥ, ୯୧ ବୟସରେ ତ୍ୟାଗ କଲେ ଶେଷ ନିଶ୍ବାସ
  • ||
  • ଲସ୍କର ଆତଙ୍କୀ ଅବୁ କତାଲ ନିହତ; NIAର ମୋଷ୍ଟ ୱାଣ୍ଟେଡ ତାଲିକାରେ ଥିଲା
  • ||
  • ଭୁବନେଶ୍ୱର : କାର୍‌-ସ୍କୁଟର୍‌ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ଓଡ଼ିଶାରେ ଉପରମୁହାଁ ତାତି, ୩ ଦିନ ପାଇଁ ହିଟ୍‌ଓ୍ବେଭ୍ ଆଲର୍ଟ, ୩ ଜିଲ୍ଲାକୁ ରେର୍ଡ ଏବଂ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଏଣିକି ଆଉ ବଢ଼ିବନି ଧାନ କିଣା ଅବଧି, ମାର୍ଚ୍ଚ ୩୧ ପରେ ଧାନ କିଣିବେନି ସରକାର

Published By : Prameya | February 25, 2025 12:09 PM

ଭୁବନେଶ୍ୱର ୨୫/୦୨: ଏଣିକି ଆଉ ବଢ଼ିବନି ଧାନ କିଣା ଅବଧି। ଡେଡଲାଇନ ଦେଲେ ରାଜ୍ୟ ସରକାର‌। ମାର୍ଚ୍ଚ ୩୧ ପରେ ଧାନ ନେବେନି ସରକାର। ବର୍ତ୍ତମାନ ସୁଦ୍ଧା ୬୫ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ସରିଛି। ଟାର୍ଗେଟରେ ୯୦ % ଧାନ ସଂଗ୍ରହ ହୋଇସାରିଲାଣି। ରବି ଫସଲ ପାଇଁ ସରକାର ପ୍ରସ୍ତୁତି ହେବେ। ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି।

ସୂଚନା ଅନୁଯାଇ,  ନଭେମ୍ବର ୨୧ରୁ ବରଗଡ଼ରୁ ଧାନ କିଣା ପକ୍ରିୟା ଆରମ୍ଭ ହୋଇଥିଲା। ରାଜ୍ୟରେ ପ୍ରଥମ ଥର ଏମ୍‌ଏସ୍‌ପି ୨୩ଶହ ଟଙ୍କା ସହ ୮ଶହ ଟଙ୍କା ଇନ୍‌ପୁଟ୍ ସହାୟତା ରାଶି ସହ ଚାଷୀଙ୍କ ଠାରୁ କୁଇଣ୍ଟାଲ୍ ପିଛି ୩୧ଶହ ଟଙ୍କାରେ ଧାନ କିଣୁଛନ୍ତି ରାଜ୍ୟ ସରକାର। ବର୍ତ୍ତମାନ ସୁଦ୍ଧା ୬୫ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ସରିଛି। ଟାର୍ଗେଟରେ ୯୦ % ଧାନ ସଂଗ୍ରହ ହୋଇସାରିଲାଣି। ତେବେ ଆଉ ୩୫ ଦିନ ପରେ ଧାନ କିଣିବେନି ସରକାର। ଏନେଇ ଡେଡଲାଇନ ଲାଇନ୍ ସ୍ଥିରି କରାଯାଇଛି। ତେବେ କଟନୀ ଛନଟୀକୁ ଓ ଟୋକନ୍ ଅବ୍ୟବସ୍ଥା କାରଣରୁ ପୂର୍ବରୁ ଏକାଧିକ ଥର ଧାନକିଣା ଅବଧି ରାଜ୍ୟ ସରକାର ବଢ଼ାଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.