PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

୧୨ ଘଣ୍ଟିଆ ପଦ୍ମପୁର ବନ୍ଦ, କୃଷି ବୀମା ପାଇଁ ରାଜବୋଡ଼ାସମ୍ବର କୃଷକ ସଙ୍ଗଠନ ପକ୍ଷରୁ ବନ୍ଦ ଡାକରା

ପଦ୍ମପୁର, ୧୮/୦୭ : ପଦ୍ମପୁରରେ ଚାଷୀଙ୍କ ୧୨ ଘଣ୍ଟିଆ ବନ୍ଦ ପାଳନ। ଏଚଡିଏଫ୍‌ସି ଆର୍ଗୋ କମ୍ପାନୀ ଫସଲ ବୀମା ପାଇଁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଲେ କୃଷକ ସଙ୍ଗଠନ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ପଦ୍ମପୁର ସବଡିଭିଜନର ସମସ୍ତ ଅଫିସ, ରାସ୍ତା, ଗାଡି ମଟର, ଦୋକାନ ବଜାର ବନ୍ଦ ରହିବ। ରାଜବୋଡ଼ାସମ୍ବର କୃଷକ ସଙ୍ଗଠନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି।

ସୂଚନାନୁଯାୟୀ, HDFC ARGO କମ୍ପାନୀର ମନମୁଖୀ, ବିଭ୍ରାଟ, ବିଳମ୍ବ, ଅନିୟମିତତା ଏବଂ ଫସଲ ବୀମା ଆଇନକୁ ଉଲଂଘନ କରୁଥିବା ପ୍ରତିବାଦରେ ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ପଦ୍ମପୁର ୧୨ ଘଣ୍ଟିଆ ବନ୍ଦ ଡାକରା ଦେଲେ କୃଷକ ସଙ୍ଗଠନ। ସବଡିଭିଜନର ସମସ୍ତ ଅଫିସ, ରାସ୍ତା, ଗାଡି ମଟର, ଦୋକାନ ବଜାର ବନ୍ଦ କରିବା ପାଇଁ ରାଜବୋଡ଼ାସମ୍ବର କୃଷକ ସଙ୍ଗଠନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ଏହି ଆନ୍ଦୋଳନକୁ ସମର୍ଥନ କରି ବିଭିନ୍ନ ରାଜନୈତିକ ଦଳମାନେ ସମର୍ଥନ ଜଣାଇଛନ୍ତି ଏବଂ ଅନେକ କୃଷକ ସଙ୍ଗଠନମାନେ ସକ୍ରିୟ ସହଯୋଗ କରୁଛନ୍ତି।

ସମ୍ବନ୍ଧିତ ଖବର