PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ପୁଣି ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଙ୍ଘନ, ପୁଞ୍ଚ୍ ଜିଲ୍ଲାରେ କଲା ଗୁଳିମାଡ

source:zeenews.india.com

ନୁଆଦିଲ୍ଲୀ ୧୬/୩: ଶନିବାର ପୁଣି ଅସ୍ତ୍ରବିରତି ଉଲଙ୍ଘନ କରିଛି ପାକିସ୍ତାନ । ଆଜି ଦ୍ୱିପ୍ରହରେ ପାକିସ୍ତାନ ପକ୍ଷରୁ ଜମ୍ମୁ କଶ୍ମୀରର ପୁଞ୍ଚ ଜିଲ୍ଲାର ମାନକୋଟ ସେକ୍ଟରରେ ଗୁଳିମାଡ କରାଯାଇଛି । ତେବେ ଏହି ଗୁଳିମାଡରେ କିଛି କ୍ଷୟକ୍ଷତି ହୋଇନି । ୧୪ ତାରିଖ ଦିନ ମଧ୍ଯ ପ୍ରାୟ ସାଢେ ୧୨ଟା ସମୟରେ ଗୁଳିମାଡ କରିଥିଲା ପାକିସ୍ତାନ । ଏୟାରଷ୍ଟ୍ରାଇକ୍ ପରେ ପାକିସ୍ତାନ ଲଗାତାର ନିୟନ୍ତ୍ରଣ ରେଖାରେ ଅସ୍ତ୍ରବିରତି ଉଲ୍ଲଙ୍ଘନ କରୁଛି । ତେବେ ଏହାର ମୁହଁତୋଡ ଜବାବ ଦେଉଛନ୍ତି ଭାରତୀୟ ସେନା ।

ସମ୍ବନ୍ଧିତ ଖବର