PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ସିଏମ୍ ପଦରୁ ଉଦ୍ଧବ ଠାକରେଙ୍କ ଇସ୍ତଫା ପରେ କଣ ରହିଛି ବିଜେପିର ପ୍ଲାନ୍? ଫଡନବୀସ-ସିନ୍ଦେ ମେଣ୍ଟ ସରକାର ଗଠନ ନେଇ ଜୋରଦାର ଚର୍ଚ୍ଚା
  • ||
  • ‘ଦେଶରୁ କଂଗ୍ରେସ ମୂଳପୋଛ ହୋଇଯିବା ଉଚିତ, ଖାସ୍‌ ସେହି ଦଳ ପାଇଁ ଦୁଇଦୁଇ ଥର ପ୍ରଧାନମନ୍ତ୍ରୀ ହେଲେଣି ମୋଦି’: ଅସଦୁଦ୍ଦିନ ଓଓ୍ବେସୀ
  • ||
  • ମମିତା ମେହେର ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ମିଳିଲା ଅନ୍ତରୀଣ ଜାମିନ
  • ||
  • ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ, ଜୁଲାଇ ୧୭ ନାମାଙ୍କନର ଶେଷ ତାରିଖ : ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ଡାବୁଗାଁ ବ୍ଲକ ଅନ୍ତର୍ଗତ ଯବାଗୁଡ଼ା ଗ୍ରାମରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା
  • ||
  • ପରକୀୟା ପ୍ରୀତି ସନ୍ଦେହ କରି ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ବାମୀ
  • ||
  • ଭୁବନେଶ୍ୱର : ରାଜ୍ୟରେ ପୁଣି ବଢ଼ିଲା କରୋନା ମାମଲା, ୨୪ ଘଣ୍ଟାରେ ୧୬୧ କରୋନା ପଜିଟିଭ୍
  • ||
  • ନୟାଗଡ଼ : ଟ୍ରକ୍‌କୁ ପଛପଟୁ ପିଟିଲା କାର୍, ୮ ଆହତ
  • ||
  • କଟକ : ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ପାଟଣା : ଦୁଇ ଶିକ୍ଷକଙ୍କ ଘରେ କଳାକନା ବୁଲାଇଦେଲେ ଲୁଟେରା, ଝିଅ ବାହାଘର ପାଇଁ ରଖିଥିଲେ ସୁନାଗହଣା
  • ||
  • ମାଲକାନଗିରି : ବିଜାପୁରରେ ମାଓ ହିଂସା, ପୋଲିସ ଇନଫର୍ମର ସନ୍ଦେହରେ ସରପଞ୍ଚଙ୍କୁ ଗଳା କାଟି ହତ୍ୟା
  • ||

ପୁଣି ପାକିସ୍ତାନର ଆଉ ଏକ ମଜାଦାର ଭିଡିଓ ଭାଇରାଲ

ପାକିସ୍ତାନରେ ଅନେକ ଅଜବ ଘଟଣା ଦେଖିବାକୁ ମିଳିଥାଏ, ଯାହାକି ସୋସିଆଲ ମିଡିଆରେ ଭାଇରାଲ ହୁଏ ଏବଂ ସେଥିପାଇଁ ସାରା ବିଶ୍ୱ ଆଗରେ ପାକିସ୍ତାନକୁ ଟ୍ରୋଲର ଶିକାର ହେବାକୁ ପଡେ । ସୋସିଆଲ ମିଡିଆରେ ଠିକ୍ ସେମିତି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି  । ଭିଡିଓରେ ଜଣେ ବ୍ୟକ୍ତି ନିଜ ବାଇକରେ ଏକ ଗାଈକୁ ବସାଇ ନେଉଛି । ଭିଡିଓଟି ପାକିସ୍ତାନର । ଏହି ଭିଡିଓରେ ଆପଣ ଦେଖିପାରିବେ ଯେ ଜଣେ ବାଇକରେ ଗାଈକୁ ବସାଇ ନେଉଛି ଏବଂ ନିକଟରେ ଆଉ ଜଣେ ଏହାକୁ ଭିଡିଓ କରୁଛି  ।

ଏହି ଭିଡିଓଟି ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି । କିଛି ଲୋକ ଏହାକୁ ଅବୈଧ, ଡ୍ରାଇଭିଂ ଆଇନ୍ ଓ ପଶୁ ସୁରକ୍ଷା ଆଇନ୍ ବିରୁଦ୍ଧ ବୋଲି କହୁଛନ୍ତି ।

ସମ୍ବନ୍ଧିତ ଖବର