ପ୍ରମୂଖ ଖବର
  • ଢ଼ାକାରେ ଖସିଲା ପଡ଼ିଲା ଏଫ୍‌-୭ ଟ୍ରେନର ବିମାନ, ଦୁର୍ଘଟଣାରେ ଜଣେ ମୃତ, ଉଦ୍ଧାରକାର୍ଯ୍ୟ ଜାରି
  • ||
  • ଢ଼ାକାରେ ଖସିଲା ପଡ଼ିଲା ଏଫ୍‌-୭ ଟ୍ରେନର ବିମାନ, ଦୁର୍ଘଟଣାରେ ଜଣେ ମୃତ, ଉଦ୍ଧାରକାର୍ଯ୍ୟ ଜାରି
  • ||
  • କଟକ : ପରିବାରର ୩ ଜଣଙ୍କୁ ହତ୍ୟା ମାମଲା; ପ୍ରମାଣ ଅଭାବରୁ ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଆସାମୀ ନିର୍ଦ୍ଦୋଷରେ ଖଲାସ
  • ||
  • ବାଲେଶ୍ବର FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା,ଭାରପ୍ରାପ୍ତ ଅଧ୍ୟାପକ ଓ କିଛି କର୍ମଚାରୀଙ୍କୁ ପଚରାଉଚରା
  • ||
  • ଆରଏସପିରେ ଅଘଟଣ, ଶାବଳ ବାଜି ଠିକା ଶ୍ରମିକଙ୍କ ମୃତ୍ୟୁ
  • ||
  • ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ, ଉଦିତ୍ ପ୍ରଧାନଙ୍କୁ ନିଲମ୍ବିତ କଲେ NSUI ସଭାପତି
  • ||
  • ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ, କହିଲେ ଏହି ଅଧିବେଶନ ବିଜୟର ଉତ୍ସବ
  • ||
  • ବାଲେଶ୍ୱର :ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; ପ୍ରଧାନ ଶିକ୍ଷକ ଏବଂ ଗଣିତ ସାର୍ ଅଟକ
  • ||
  • ପୁରୀ : କୂଅରେ ପଡ଼ି ଚାଲିଗଲା ପାଳିଆ ସେବାୟତଙ୍କ ଜୀବନ, ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ଗୁଜରାଟରେ ଭୂକମ୍ପ ଝଟ୍‌କା, ଥରିଲା ଆଲାସ୍କା-ତାଜାକିସ୍ତାନ, ୬.୨ ତୀବ୍ରତା ରେକର୍ଡ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ
  • ||
  • ଖାଦ୍ୟ ପାଇଁ ଅପେକ୍ଷା କରିଥିଲେ, ଇସ୍ରାଏଲ ସେନା ଚଲାଇଲା ଗୁଳି ୬୭ ପାଲେଷ୍ଟୀନିୟଙ୍କ ମୃତ୍ୟୁ
  • ||
  • କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ
  • ||
  • ମୌସୁମୀ ଅଧିବେଶନ ୨୦୨୫: ଆଜିଠୁ ୩ଟି ପ୍ରମୁଖ ପ୍ରସଙ୍ଗ ନେଇ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ:୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||
  • ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

କୂଅରେ ପଡ଼ି ଚାଲିଗଲା ପାଳିଆ ସେବାୟତଙ୍କ ଜୀବନ; ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ

Published By : Harapriya Sethi | July 21, 2025 10:16 AM

ପୁରୀ,୨୧/୦୭: ପୁରୀ ଟାଉନ ଥାନା ଅନ୍ତର୍ଗତ ଗୌଡ଼ବାଡ଼ ସାହିରେ ଅଘଟଣ । କୂଅରୁ ପାଣି କାଢ଼ିବା ବେଳେ ଖସିଗଲା ଗୋଡ଼ । କୂଅରେ ପଡ଼ି ଜମେଶ୍ୱର ମହାଦେବ ମନ୍ଦିରର ପାଳିଆ ସେବାୟତ ଝାଡୁ ପଣ୍ଡା (୭୦ ବର୍ଷ)ଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି କୂଅରୁ ମୃତଦେହ ଉଦ୍ଧାର କରିଛି । 

ସୂଚନା ମୁତାବକ, ସୋମବାର ଭୋର  ୫ଟା ୧୫ ରେ ଗୌଡ଼ବାଡ଼ ସାହି ସ୍ଥିତ ଜମେଶ୍ୱର ମହାଦେବ ମନ୍ଦିରର ପାଳିଆ ସେବାୟତ ଝାଡୁ ପଣ୍ଡା କୂଅରୁ ପାଣି କାଢୁଥିଲେ । ଏହି ସମୟରେ ତାଙ୍କ ଗୋଡ଼ ଖସିଯିବାରୁ ସେ କୂଅରେ ପଡ଼ି ଯାଇଥିଲେ । ଫଳରେ କୂଅର ଗଭୀର ପାଣିରେ ବୁଡ଼ି ତାଙ୍କ ମୃତ୍ୟୁ ହୋଇଥିଲା । ଏସମ୍ପର୍କରେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି । ଅଗ୍ନିଶମ ବାହିନୀ ସାହାଯ୍ୟରେ ସେବାୟତ ଝାଡୁ ପଣ୍ଡାଙ୍କ ମୃତଦେହ କୂଅରୁ ଉଦ୍ଧାର କରାଯାଇଛି ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.