ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ସମଲେଇ ମନ୍ଦିରରେ ପାନ ଓ ଗୁଟ୍‌ଖା ବ୍ୟାନ୍, ନିଶା ଖାଇ ଧରା ପଡ଼ିଲେ ୫ ଶହ ଫାଇନ୍

Published By : Prameya | April 13, 2024 1:54 PM

ସମ୍ବଲପୁର, ୧୩/୦୪ : ରବିବାର ଠାରୁ ସମଲେଇ ମନ୍ଦିରରେ ପାନ ଓ ଗୁଟ୍‌ଖା ବ୍ୟାନ୍। ମନ୍ଦିରରେ ନିଶା ଦ୍ରବ୍ୟ ସେବନ କରି ପ୍ରବେଶ ଉପରେ କଟକଣା ଲଗାଯାଇଛି। ଏନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। 

ସମଲେଇ ମନ୍ଦିର ଭିତରକୁ ପାନ କିମ୍ବା ଗୁଟଖା ଖାଇ ପ୍ରବେଶ କରିବାକୁ ଶ୍ରଦ୍ଧାଳୁମାନଙ୍କୁ ବାରଣ କରାଯାଇଛି। ଏନେଇ ସିକ୍ୟୁରିଟି ସଂସ୍ଥାର ସୁରକ୍ଷା କର୍ମୀମାନେ ସଚେତନ କରିବେ। ଏହା ସହ ମାଦକ ଦ୍ରବ୍ଯ ସେବନ କରି ମନ୍ଦିର ପରିସରରେ ଧରାପଡିଲେ ୫ ଶହ ଟଙ୍କା ଫାଇନ୍ ଗଣିବେ ବୋଲି ଟ୍ରଷ୍ଟ ବୋର୍ଡ ସଭାପତି ସଂଜୟ ବାବୁ ସୂଚନା ଦେଇଛନ୍ତି। ଏହା ପୂର୍ବରୁ ପୁରୀ ଶ୍ରୀମନ୍ଦିରରେ ପାନ ଓ ଗୁଟ୍‌ଖା ସେବନ କରି ପ୍ରବେଶ ଉପରେ କଟକଣା ଲାଗିଥିଲା। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.