ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

ଖପ୍ରାଖୋଲ ବ୍ଲକରେ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର

Published By : Prameya | May 13, 2025 12:07 PM

ଖପ୍ରାଖୋଲ, ୧୩/୦୫ : ଖପ୍ରାଖୋଲ ବ୍ଲକ ପଞ୍ଚାୟତ ସଭା ଗୃହଠାରେ ଗ୍ରାମ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ହୋଇଯାଇଛି। ଶିବିରରେ ବିଡିଓ ବିବେକାନନ୍ଦ ଷଡଙ୍ଗୀ, ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର, ଜିପିଡିଓ ପରମେଶ୍ବର ନାଏକ, ଏପିଓ ପ୍ରଶାନ୍ତ ସାହୁ, ସରପଞ୍ଚ ବେଟିଖାଇ ସେନ୍ଦ୍ରିଆ, ବିପିସି ଗୋବର୍ଦ୍ଧନ ବାଗ ଉପସ୍ଥିତ ରହିଥିଲେ। 

ଏହି ଅବସରରେ ମୋଟ ୩୨ଟି ଅଭିଯୋଗ ଆସିଥିବା ବେଳେ ୮ ଟି ଅଭିଯୋଗର ତତ୍କାଳୀନ ସମାଧାନ ହୋଇଥିଲା। ଅନ୍ୟ ଅଭିଯୋଗକୁ ସମାଧାନ ପାଇଁ ପ୍ରଶାସନ ତରଫରୁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଅଭିଯୋଗକାରୀଙ୍କୁ ପ୍ରଶାସନ ତରଫରୁ ପ୍ରତିଶ୍ରୁତି ଦିଆଯାଇଥିଲା । ଏହି ଅବସରରେ ପିଇଓ ମନୋଜ ସାହୁ, ଏଡିଇଓ ଦେବେଶ ମିଶ୍ର, ୱାର୍ଡ ସଭ୍ୟ ନିଲାଞ୍ଚଲ ଗଡତ୍ୟ, ସତ୍ୟାନନ୍ଦ ସେନ୍ଦ୍ରିଆ, ସ୍ଵାସ୍ଥ୍ୟ ବିଭାଗ ଓ ବିଭାଗୀୟ ପଦାଧିକାରୀମାନେ ଭାଗ ନେଇଥିଲେ ।

ଏହି ଖବରଟିକୁ ପଢନ୍ତୁ-ଜ୍ଵାଇଁ ମାଡ଼ରେ ଫାଟିଲା ଶ୍ଵଶୁର ମୁଣ୍ଡ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.