ପ୍ରମୂଖ ଖବର
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ, ମାନ୍ୟମକୋଣ୍ଡା ବଡ଼ଯାତ୍ରା ଠାକୁରଙ୍କୁ କଲେ ପୂଜାର୍ଚ୍ଚନା

Published By : Suraj Kumar | March 4, 2025 9:51 PM

ମାଲକାନଗିରି, ୪/୩ : ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ମାଲକାନଗିରି ଜିଲ୍ଲା ଗସ୍ତ କରିଛନ୍ତି। ମାନ୍ୟମକୋଣ୍ଡା ଠାରେ ଥିବା ବଡ଼ଯାତ୍ରା ପୀଠରେ ବଡଠାକୁରଙ୍କୁ ପୂଜାର୍ଚ୍ଚନା କରିଥିଲେ। ତାପରେ ଭେଙ୍କଟପଲମ୍ ଯାଇ ବିଶାଳ ଜଳ ପ୍ରକଳ୍ପର ତଦାରଖ କରି ତୁରନ୍ତ କାର୍ଯ୍ୟ ସାରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମାଲକାନଗିରି ଜିଲ୍ଲା କାଲିମେଳା ଠାରେ ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପ ଅଗ୍ରଗତିର ସମୀକ୍ଷା କରିଥିଲେ। ମୋଟ ୩୭ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେଉଥ‌ିବା ଏହି ମେଗା ପ୍ରକଳ୍ପ ଦ୍ବାରା ମୋଟ ୫ଟି ଗ୍ରାମ ପଞ୍ଚାୟତର ୨୨ ଟି ଗ୍ରାମରେ ଥ‌ିବା ମୋଟ ୫୮୬୫ ଟି ଗୃହକୁ ଜଳ ଯୋଗାଣ କରାଯିବ।

ଗ୍ରାମବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରାଯାଉଛି। ଏହି ପ୍ରକଳ୍ପ ଦ୍ବାରା ଅଞ୍ଚଳର ଜଳ ସମସ୍ୟାର ସ୍ଥାୟୀ ସମାଧାନ ହେବ। ଏହା ମୁଖ୍ୟତଃ ଗ୍ରାମୀଣ ଅଞ୍ଚଳର ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଣ କରି ସ୍ବାସ୍ଥ୍ୟ ସୁରକ୍ଷା ନିଶ୍ଚିତ କରିବ । ଏହି ଯୋଜନା ମାଧ୍ୟମରେ ଜଳସ୍ରୋତର ସମ୍ପୂର୍ଣ ବ୍ୟବସ୍ଥାପନ ଏବଂ ବିତରଣ ବୃଦ୍ଧି ପାଇବ, ଯାହା ଦୂର୍ଗମ ଅଞ୍ଚଳର ଲୋକଙ୍କୁ ଉପକୃତ କରିବ ବୋଲି ମନ୍ତ୍ରୀ ଶ୍ରୀ ନାୟକ କହିଛନ୍ତି। ମନ୍ତ୍ରୀଙ୍କ ସହିତ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ଜିଲ୍ଲା ବିଜେପି ସଭାପତି ଅଶୋକ ପରିଡା,ଦଳୀୟ ନେତା ଓ କର୍ମୀ,ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.