ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

STF ପଞ୍ଝାରେ ବଜ୍ରକାପ୍ତା ବେପାରୀ, ଜୀବନ୍ତ ବଜ୍ରକାପ୍ତା ଜବତ

ଭୁବନେଶ୍ଵର, ୧୩/୦୨ : ଡିଲ୍ ଚାଲିଥିବା ବେଳେ ମାଡ଼ି ବସିଲା ଏସଟିଏଫ୍। STF ପଞ୍ଝାରେ ବଜ୍ରକାପ୍ତା ବେପାରୀ। ବରଗଡ଼ରୁ ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଜବତ ହୋଇଛି। 

ସୂଚନାନୁଯାୟୀ, ବରଗଡ଼ ଜିଲ୍ଲା ଆମ୍ବାଭୋନା-ଡୁଙ୍ଗୁରିରୋଡ ମଧ୍ୟରେ ଥିବା ବୁଢିପାଲି ଛକରେ ବଜ୍ରକାପ୍ତା ଡିଲ୍ ଚାଲିଥିବା ବେଳେ ଧରିଲା STF। ବଜ୍ରକାପ୍ତା ଚୋରା ଚାଲାଣ ଅଭିଯୋଗରେ ଜଗଦୀଶ ମିଞ୍ଜ ନାମକ ବେପାରୀ ଗିରଫ ହୋଇଛନ୍ତି। ବେପାରୀଙ୍କ ନିକଟରୁ ଏକ ଜୀବନ୍ତ ବଜ୍ରକାପ୍ତା ଜବତ ହୋଇଛି। ଉଦ୍ଧାର ବଜ୍ରକାପ୍ତାକୁ ଭଲଟୀ ବନ ବିଭାଗକୁ ହସ୍ତାନ୍ତର କରାଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.