ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

STF ପଞ୍ଝାରେ ବଜ୍ରକାପ୍ତା ବେପାରୀ, ଜୀବନ୍ତ ବଜ୍ରକାପ୍ତା ଜବତ

ଭୁବନେଶ୍ଵର, ୧୩/୦୨ : ଡିଲ୍ ଚାଲିଥିବା ବେଳେ ମାଡ଼ି ବସିଲା ଏସଟିଏଫ୍। STF ପଞ୍ଝାରେ ବଜ୍ରକାପ୍ତା ବେପାରୀ। ବରଗଡ଼ରୁ ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଜବତ ହୋଇଛି। 

ସୂଚନାନୁଯାୟୀ, ବରଗଡ଼ ଜିଲ୍ଲା ଆମ୍ବାଭୋନା-ଡୁଙ୍ଗୁରିରୋଡ ମଧ୍ୟରେ ଥିବା ବୁଢିପାଲି ଛକରେ ବଜ୍ରକାପ୍ତା ଡିଲ୍ ଚାଲିଥିବା ବେଳେ ଧରିଲା STF। ବଜ୍ରକାପ୍ତା ଚୋରା ଚାଲାଣ ଅଭିଯୋଗରେ ଜଗଦୀଶ ମିଞ୍ଜ ନାମକ ବେପାରୀ ଗିରଫ ହୋଇଛନ୍ତି। ବେପାରୀଙ୍କ ନିକଟରୁ ଏକ ଜୀବନ୍ତ ବଜ୍ରକାପ୍ତା ଜବତ ହୋଇଛି। ଉଦ୍ଧାର ବଜ୍ରକାପ୍ତାକୁ ଭଲଟୀ ବନ ବିଭାଗକୁ ହସ୍ତାନ୍ତର କରାଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.