PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେବି କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
  • ||
  • ୨୦୨୨-୨୩ ବଜେଟ୍‌ : ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ୨୭,୩୨୪କୋଟି ଟଙ୍କା ଆବଣ୍ଟନ
  • ||
  • ଉଦୟପୁର ହତ୍ୟାକାଣ୍ଡ ଘଟଣା : କୋର୍ଟ ୪ ଅଭିଯୁକ୍ତଙ୍କୁ ୧୦ଦିନର NIA ରିମାଣ୍ଡରେ ପଠାଇଲେ
  • ||
  • ଭୁବନେଶ୍ବର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
  • ||
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ନନ୍ଦନକାନନରେ ବଜ୍ରକାପ୍ତା ମୃତ, ପାରଳାଖେମୁଣ୍ଡି ଜଙ୍ଗଲରୁ ଉଦ୍ଧାର ହୋଇଥିଲା

ବାରଙ୍ଗ,୨୮।୫  ନନ୍ଦନକାନନରେ ବଜ୍ରକାପ୍ତାର ମୃତ୍ୟୁ । ଗତ ବର୍ଷ ନଭେମ୍ବର ମାସରେ ପାରଳାଖେମୁଣ୍ଡି ଜଙ୍ଗଲରୁ ବଜ୍ରକାପ୍ତାଟି ଉଦ୍ଧାର ହୋଇଥିଲା । ତାର ଦେହରେ ରେଡିଓ କଲାର ଲଗାଯାଇ ତାକୁ ଜଙ୍ଗଲରେ ଛଡା ଯାଇଥିଲା । ଦୁଇ ମାସ ପରେ ଉକ୍ତ ବଜ୍ରକାପ୍ତାଟି ବାରଙ୍ଗ ଫୁଲପୋଖରୀ ଗ୍ରାମରେ ଜଣଙ୍କ ଘର ଭିତରୁ ବନବିଭାଗ ଉଦ୍ଧାର କରି ନନ୍ଦନକାନନରେ ରଖିଥିଲେ । ଗତ ଦୁଇଦିନ ହେଲା ବଜ୍ରକାପ୍ତାଟି ଅସୁସ୍ଥ ଥିଲା ଶନିବାର  ତା’ର ମୃତ୍ୟୁ ଘଟିଛି ।