PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

୧୦ ବର୍ଷ ତଳେ ଲଗାଇଥିଲେ ଗଛ, ସ୍କୁଲ ପରିସରରେ ଫୁଟିଲା ପାରିଜାତ ଫୁଲ

ଭୁବନେଶ୍ୱର, ୦୭/୦୫ : ମର୍ତ୍ତ୍ୟରେ ଫୁଟିଛି ସ୍ଵର୍ଗୀୟ ଫୁଲ। ପୁରୀ ରୋଡ୍ ଶିଶୁପାଳଗଡ଼ ସ୍ଥିତ ଡିଏଭି ପବ୍ଲିକ ସ୍କୁଲର ପରିସରରେ ପାରିଜାତ ଫୁଲ ଫୁଟିଛି । ଏହି ବିରଳ ଫୁଲକୁ ଦେଖିବାକୁ ସ୍ଥାନୀୟ ଲୋକଙ୍କ ଗହଳି ଜମିଛି। ଏହି ଫୁଲ ଖୁବ୍ ବିରଳ। ଏହା ସ୍ଵର୍ଗଲୋକରେ ଇନ୍ଦ୍ରଙ୍କ ଶୋଭାବର୍ଦ୍ଧନ କରେ ଵୁଲି ପୁରାଣରେ ବର୍ଣ୍ଣିତ ରହିଛି।

ସୂଚନାନୁଯାୟୀ, ୧୦ ବର୍ଷ ତଳେ ପୁରୀ ରୋଡ୍ ଶିଶୁପାଳଗଡ଼ ସ୍ଥିତ ଡିଏଭି ପବ୍ଲିକ ସ୍କୁଲର ପରିସରରେ ଏହି ପାରିଜାତ ଗଛ ଲଗାଇଥିଲେ ସ୍କୁଲ କର୍ତ୍ତୃପକ୍ଷ ମନୋଜ ଭଦ୍ର ଏବଂ ମଧୁମିତା ଭଦ୍ର । ଏତେ ବର୍ଷ ପରେ ଏହି ଗଛରେ ଫୁଲ ଫୁଟିଥିବାରୁ ଏହାକୁ ତୋଳି ନେଇ ଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁ ଲିଙ୍ଗରାଜଙ୍କୁ ଅର୍ପଣ କରିଛନ୍ତି । ପାରିଜାତ ଫୁଲ ସହ ସ୍କୁଲ ପରିସରରେ ରୁଦ୍ରାକ୍ଷ ବୃକ୍ଷ ମଧ୍ୟ ହୋଇଥିବା ଦେଖିବାକୁ ମିଳିଛି ।