ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ପରୀକ୍ଷା ପେ ଚର୍ଚ୍ଚାର ସପ୍ତମ ସଂସ୍କରଣ : ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ଗୁରୁମନ୍ତ୍ର ଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୯/୦୧ : ପରୀକ୍ଷା ପେ ଚର୍ଚ୍ଚାର ସପ୍ତମ ସଂସ୍କରଣରେ ଛାତ୍ରଛାତ୍ରୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ଭାରତ ମଣ୍ଡପମରେ ଦିନ ୧୧ଟା ବେଳେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଅଭିଭାବକମାନଙ୍କୁ ସମ୍ବୋଧନ କରିବା ସହିତ ସେମାନଙ୍କ ସହ ସିଧାସଳଖ କଥା ହେବେ। ଆସନ୍ତା ବୋର୍ଡ ପରୀକ୍ଷାରେ ଛାତ୍ରଛାତ୍ରୀ ଚାପମୁକ୍ତ ହୋଇ କିଭଳି ପରୀକ୍ଷାର ସମ୍ମୁଖୀନ କରିବେ ତାହା  ଉପରେ ପରାମର୍ଶ ଦେବେ ପ୍ରଧାନମନ୍ତ୍ରୀ।

ସୂଚନାନୁଯାୟୀ, ଚଳିତ ବର୍ଷ ପାଖାପାଖି ୪ ହଜାର ଛାତ୍ରଛାତ୍ରୀ ପ୍ରଧାନମନ୍ତ୍ରୀଙ୍କ ସହିତ କଥା ହେବେ। ଏହି କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ରେକର୍ଡ ସଂଖ୍ୟକ ୨. ୨୬ କୋଟି ଜଣ ମାଇଁ ଗଭ୍ ଆପରେ ପଞ୍ଜୀକରଣ କରିଛନ୍ତି। ମାଇଁ ଗଭ ଆପ୍ ରେ ହୋଇଥିବା ଏକ ପରୀକ୍ଷା ମାଧ୍ୟମରେ ପିଲାମାନଙ୍କୁ ସିଧାସଳଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ଲାଗି ଚୟନ କରାଯାଇଛି। ସେହିପରି ଟିଭି ଓ ଇଣ୍ଟରନେଟ ମାଧ୍ୟମରେ ପିଲାମାନେ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଯୋଡ଼ି ହୋଇ ପାରିବେ। 




  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.