ପ୍ରମୂଖ ଖବର
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ବାରମ୍ବାର ବିମାନ ବାତିଲ ପରେ ବିମାନବନ୍ଦରରେ ଅପ୍ରୀତିକର ପରିସ୍ଥିତି, ଧାରଣାରେ ବସିଲେ ଯାତ୍ରୀ

Published By : Rasmita Pradhan | November 7, 2024 12:17 PM

ଭୁବନେଶ୍ୱର, ୦୭/୧୧ : ଭୁବନେଶ୍ଵର ଏୟାରପୋର୍ଟରେ ବିମାନ ବାତିଲ ପରେ ତାତିଲେ ଯାତ୍ରୀ। ବିମାନବନ୍ଦରରେ ଅପ୍ରୀତିକର ପରିସ୍ଥିତି। ବାରମ୍ବାର ବିମାନ ବାତିଲ ପରେ ୬୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଧାରଣାରେ ବସିଛନ୍ତି। 

ସୂଚନାନୁଯାୟୀ, ଭୁବନେଶ୍ଵରରୁ ହାଇଦ୍ରାବାଦ ଯିବାକୁ ଥିବା IX 2932 ବିମାନ ବୁଧବାର ସକାଳ ୯ଟା ୫୫ରେ ଥିଲା। କୌଣସି କାରଣ ପାଇଁ ବିମାନ ବାତିଲ ହୋଇ ଗୁରୁବାର ସକାଳ ୮ଟା ୪୫କୁ ଧାର୍ଯ୍ୟ କରାଯାଇଥିଲା। ହେଲେ ଆଜି ବି ସେହି ବିମାନ ବାତିଲ କରାଯାଇଛି। ଯାହାଫଳରେ ୬୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଧାରଣାରେ ବସିଛନ୍ତି। ଭୁବନେଶ୍ୱର ବିମାନବନ୍ଦର ଭିତରେ ଉତ୍ତେଜନାମୂଳକ ପରିସ୍ଥିତି ଦେଖା ଦେଇଛି। ଏ ସମ୍ପର୍କରେ ବିମାନ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.