ପ୍ରମୂଖ ଖବର
  • ବୌଦ୍ଧ : କଲରାପତରିଆ ବାଘ ଚମଡା ଜବତ, ଜଣେ ଗିରଫ
  • ||
  • ସମ୍ୱଲପୁର : ଧାନ ଗଦା ଜାଳିଦେଲେ ଦୁର୍ବୃତ୍ତ, ୭ ଏକର ଜମିର ଧାନ ନଷ୍ଟ
  • ||
  • ଫୁଲବାଣୀ : ବସ୍-ପିକଅପ୍ ମୁହାଁମୁହିଁ ଧକ୍କା: ୨୦ ଆହତ
  • ||
  • ରାୟଗଡ଼ା : ଫସଲ ଜଗିବା ବେଳେ ଅଘଟଣ, ଦନ୍ତା ଆକ୍ରମଣରେ ଯୁବକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ସିଟି ହୋମ୍ସ ଡୁପ୍ଲେକ୍ସରୁ ସିରିଜ୍‌ ଲୁଟ୍‌, ୨୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ଚୋରି
  • ||
  • ସାଲେପୁର : ୧୫ ଲିଟରରୁ ଉର୍ଦ୍ଧ୍ୱ ଦେଶୀ ମଦ ଜବତ, ଜଣେ ଗିରଫ
  • ||
  • କାଠଯୋଡ଼ି ପଠାରେ ମହିଳାଙ୍କ ମୃତଦେହ ମିଳିବା ଘଟଣା: ୨୪ ଘଣ୍ଟା ପରେ ବି ମିଳିଲାନି ପରିଚୟ
  • ||
  • ବଣାଇ : ଜଙ୍ଗଲରେ ହାତୀ ଟ୍ରାକିଂ ବେଳେ ଆକ୍ରମଣ କଲା ଦନ୍ତା, ପାରା କର୍ମଚାରୀ ଗୁରୁତର
  • ||
  • କନ୍ଧମାଳରେ ଅପରେସନ ନୀଳ ଜହର, କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଗଛ କାଟିଲା ପୋଲିସ
  • ||
  • ଶିମିଳିପାଳରେ ଆରମ୍ଭ ହେଲା ତୁଷାରପାତ, ଆଭ୍ୟନ୍ତରୀଣ ଅଞ୍ଚଳ ଓ ପାଦଦେଶରେ ହାଡ଼ଭଙ୍ଗା ଶୀତ
  • ||
  • କୋଲକାତା ଗଲ୍‌ଫ ଗ୍ରୀନରେ ଚାଞ୍ଚଲ୍ୟ, ଅଳିଆ ଗଦାରୁ ମିଳିଲା ମହିଳାଙ୍କ କଟାମୁଣ୍ଡ, ତଦନ୍ତ କରୁଛି ପୋଲିସ
  • ||
  • ଝାଡ଼ଖଣ୍ଡ ରାମଗଡ଼ ରାସ୍ତାରେ ଟ୍ରାକ୍ଟର ଓ ଟ୍ରଲରକୁ ପଛରୁ ଧକ୍କା ଦେଲା ବୋଲେରୋ, ୫ମୃତ, ୩ ଗୁରୁତର
  • ||
  • ଗାବା ଗଡ଼ରେ ତୃତୀୟ ଟେଷ୍ଟ ଆରମ୍ଭ, ଖେଳରେ ବାଧକ ବର୍ଷା, ଲଞ୍ଚ୍ ବେକ୍ ସୁଦ୍ଧା ୨୮ ରନ କରିଛି ଅଷ୍ଟ୍ରେଲିଆ
  • ||
  • ରାଜ୍ୟରେ ଥଣ୍ଡାର ଥାର୍ଡ ଡିଗ୍ରୀ: ରାତିକରେ ୭ ଡିଗ୍ରୀକୁ ଖସିବ ପାରଦ,୧୫ ଡିଗ୍ରୀ ତଳେ ୨୬ ସହର
  • ||

ବାରମ୍ବାର ବିମାନ ବାତିଲ ପରେ ବିମାନବନ୍ଦରରେ ଅପ୍ରୀତିକର ପରିସ୍ଥିତି, ଧାରଣାରେ ବସିଲେ ଯାତ୍ରୀ

Published By : Prameya | November 7, 2024 12:17 PM

ଭୁବନେଶ୍ୱର, ୦୭/୧୧ : ଭୁବନେଶ୍ଵର ଏୟାରପୋର୍ଟରେ ବିମାନ ବାତିଲ ପରେ ତାତିଲେ ଯାତ୍ରୀ। ବିମାନବନ୍ଦରରେ ଅପ୍ରୀତିକର ପରିସ୍ଥିତି। ବାରମ୍ବାର ବିମାନ ବାତିଲ ପରେ ୬୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଧାରଣାରେ ବସିଛନ୍ତି। 

ସୂଚନାନୁଯାୟୀ, ଭୁବନେଶ୍ଵରରୁ ହାଇଦ୍ରାବାଦ ଯିବାକୁ ଥିବା IX 2932 ବିମାନ ବୁଧବାର ସକାଳ ୯ଟା ୫୫ରେ ଥିଲା। କୌଣସି କାରଣ ପାଇଁ ବିମାନ ବାତିଲ ହୋଇ ଗୁରୁବାର ସକାଳ ୮ଟା ୪୫କୁ ଧାର୍ଯ୍ୟ କରାଯାଇଥିଲା। ହେଲେ ଆଜି ବି ସେହି ବିମାନ ବାତିଲ କରାଯାଇଛି। ଯାହାଫଳରେ ୬୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଧାରଣାରେ ବସିଛନ୍ତି। ଭୁବନେଶ୍ୱର ବିମାନବନ୍ଦର ଭିତରେ ଉତ୍ତେଜନାମୂଳକ ପରିସ୍ଥିତି ଦେଖା ଦେଇଛି। ଏ ସମ୍ପର୍କରେ ବିମାନ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ। 


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.