ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଚମ୍ପିଅନ୍ସ ଟ୍ରଫି ପୂର୍ବରୁ ଅଷ୍ଟ୍ରେଲିଆକୁ ଝଟକା, ଖେଳିବେନି ପାଟ୍ କମିନ୍ସ ! କିଏ ହେବେ କ୍ୟାପ୍ଟେନ୍

Published By : Ankita S | February 5, 2025 2:52 PM

ନୂଆଦିଲ୍ଲୀ,୦୫/ ୦୨: ୧୯ ତାରିଖରୁ ଚମ୍ପିଅନ୍ସ ଟ୍ରଫି ଆରମ୍ଭ ହେବ । ଆଉ ମଝିରେ ହାତ ଗଣତି ଦିନ ରହିଛି ।   ଏହା ପୂର୍ବରୁ ଅଷ୍ଟ୍ରେଲିଆକୁ ବଡ ଝଟକା ଲାଗିଛି ।  କଙ୍ଗାରୁ ଦଳକ୍ୟାପ୍ଟେନ ତଥା ଦ୍ରୁତ ବୋଲର ପାଟ୍ କମିନ୍ସ ଏବେ ଯାଏ ଫିଟ୍ ହୋଇ ନାହାନ୍ତି । ତେଣୁ ସେ ଚମ୍ପିଅନ୍ସ ଟ୍ରଫି ଖେଳି ନ ପାରନ୍ତି । ତେବେ ତାଙ୍କ ସ୍ଥାନରେ ଷ୍ଟିଭ ସ୍ମିଥ ଓ ଟ୍ରେଭିସ ହେଡ୍ ଦଳର ନେତୃତ୍ବ ନେଇ ପାରନ୍ତି । ହେଡ୍ କୋଟ୍ ମ୍ୟାକଡୋଲ୍ଡଙ୍କ ପକ୍ଷରୁ ଏହି ସୂଚନା ମିଳିଛି ।

ପାଟ୍ କମିନ୍ସଙ୍କ ଆହତ ସମସ୍ୟାକୁ ନେଇ ମୁଖ୍ୟ କୋଚ୍ କହିଛନ୍ତି, କମିନ୍ସ ସୁସ୍ଥ ହୋଇନାହାନ୍ତି । ତେଣୁ ସେ ଦ୍ରୁତ ବୋଲିଂ କରିବାକୁ ସକ୍ଷମ ନୁହଁନ୍ତି । ଚମ୍ପିଅନ୍ସ ଟ୍ରଫି ପର୍ବରୁ ଯଦି ସେ ସୁସ୍ଥ ନ ହୁଅନ୍ତି ତେବେ ମ୍ୟାଚ  ଖେଳିବେ ନାହିଁ  । ସମ୍ପୂର୍ଣ୍ଣ ସୁସ୍ଥ ନ ହୋଇଥିବାରୁ ତାଙ୍କର ଚମ୍ପିଅନ୍ସ ଟ୍ରଫି ଖେଳିବା ସମ୍ବାବନା କମ୍ ରହିଛି । କମିନ୍ସଙ୍କ ବଦଳରେ ଆମେ ଆଉ ଜଣେ ଅଧିନାୟକ ଖୋଜୁଛୁ ।  ତାଙ୍କ ସ୍ଥାନରେ ଷ୍ଟିଭ ସ୍ମିଥ କିମ୍ବା ହେଡ୍ ଦଳର ନେତୃତ୍ବ ନେଇପାରନ୍ତି ।

ଏହା ବି ପଢନ୍ତୁ...କ୍ରିକେଟ୍ ପ୍ରେମୀଙ୍କ ପାଇଁ ଖୋଲିଲା କାଉଣ୍ଟର, ଟିକେଟ୍ ପାଇଁ ରାତିରୁ ଲମ୍ବା ଲାଇନ୍

ଆସନ୍ତା ଫେବୃଆରୀ ୧୯ ତାରିଖରୁ ଚମ୍ପିଆନ୍ସ ଟ୍ରଫି ଆରମ୍ଭ ହେବ। ମୋଟ ୮ଟି ଦଳ ମଧ୍ୟରେ ୧୫ଟି ମ୍ୟାଚ ଖେଳାଯିବ । ୮ଟି ଦଳକୁ ୨ଟି ଗ୍ରୁପରେ ଭାଗ କରାଯାଇଛି । ଗ୍ରୁପ-ଏ ରେ ଭାରତ, ପାକିସ୍ତାନ ସମେତ ନ୍ୟୁଜିଲାଣ୍ଡ ଓ ବାଂଲାଦେଶ ରହିଛନ୍ତି । ଗ୍ରୁପ-ବିରେ ଅଷ୍ଟ୍ରେଲିଆ, ସାଉଥ ଆଫ୍ରିକା, ଆଫଗାନିସ୍ତାନ ଓ ଇଂଲଣ୍ଡ ରହିଛନ୍ତି । ପ୍ରତି ଟିମ୍ ପରସ୍ପର ବିପକ୍ଷରେ ୩ଟି ଲେଖାଏଁ ମ୍ୟାଚ ଖେଳିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.