ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ନୀଳଗିରି ପଥୋତ୍ସବରେ ରଙ୍ଗୋଲି କାଟିଲେ ଉପଜିଲ୍ଲାପାଳ

Published By : Rasmita Pradhan | October 29, 2024 11:51 AM

ନୀଳଗିରି, ୨୯/୧୦ : ବାଲେଶ୍ଵର ଜିଲ୍ଲା ନୀଳଗିରି ଉପଜିଲ୍ଲାପାଳ ଶୁଭଶ୍ରୀ ରଥଙ୍କ ତତ୍ତ୍ଵାବଧାନରେ ଯୁବ ବର୍ଗଙ୍କ ଉଦ୍ଦେଶ୍ୟରେ ପଥ ଉତ୍ସବ କାର୍ଯ୍ୟକ୍ରମ ହୋଇଛି। ଏହି କାର୍ଯ୍ୟକ୍ରମରେ ନୀଳଗିରି ତହସିଲଦାର, ସଡିପିଓ, ବିଡିଓ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ସହିତ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ପ୍ରଥମେ ସହରରେ ଶୋଭଯାତ୍ରା କରିବା ପରେ ଛାତ୍ରଛାତ୍ରୀ ଓ ଅଙ୍ଗନବାଡି କର୍ମୀମାନେ ରଙ୍ଗୋଲି କାଟିଥିଲେ। ଏପରିକି ଯୁବପୀଢ଼ିଙ୍କୁ ପ୍ରୋତ୍ସାହନ ଦେବା ପାଇଁ ଉପଜିଲ୍ଲାପାଳ ଓ ତହସିଲଦାର ମଧ୍ୟ ରଙ୍ଗୋଲି କାଟିଥିବା ଦେଖିବାକୁ ମିଳିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.