ପ୍ରମୂଖ ଖବର
  • ବେଲପାହାଡରେ ରାସନ କାର୍ଡ ବାଣ୍ଟିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ
  • ||
  • ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ପକ୍ଷରୁ ତାଳଦଣ୍ଡା କେନାଲର ଉଭୟପଟ ରାସ୍ତାରୁ ଉଚ୍ଛେଦ ଅଭିଯାନ ଆରମ୍ଭ
  • ||
  • ସିମୁଳିଆରେ ଚୋରଙ୍କ ଆତଙ୍କରାଜ, ଘର ଗ୍ରିଲ କାଟି କଳାକନା ବୁଲାଇଲେ ଦୁର୍ବୃତ୍ତ
  • ||
  • CRPF ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ବନ୍ଦ ହେଲା ସାଧାରଣ ଦର୍ଶନ
  • ||
  • IPL 2025: ଆଜି କିଙ୍ଗ୍‌ସ- ରୟାଲ୍ସ ମଧ୍ୟ ଟକ୍କର, ଫୋକସ୍‌ରେ ଯୁବ ଓପନରଙ୍କ ବିଧ୍ୱଂସୀ ବ୍ୟାଟିଂ
  • ||
  • ରାଇରଙ୍ଗପୁର : ହାଇୱା ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକଙ୍କ ରାସ୍ତା ଅବରୋଧ
  • ||
  • ହାଇୱା ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକଙ୍କ ରାସ୍ତା ଅବରୋଧ
  • ||
  • ମାର୍ଲବା ଘାଟିରେ ଭାରସାମ୍ୟ ହରାଇ ପାହଡ଼କୁ ପିଟିଲା ଯାତ୍ରୀବାହୀ ବସ , ୩ ଗୁରୁତର, ୭ ଆହତ
  • ||
  • ରାଜଗାଙ୍ଗପୁର ରେଳ ଷ୍ଟେସନରେ ଅଘଟଣ, ଟ୍ରେନ୍ ଧକ୍କାରେ ବୃଦ୍ଧ ମୃତ
  • ||
  • ରାଉରକେଲା: ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ଏହି ରୁଟ୍‌ରେ ରେଳ ଚଳାଚଳ ବନ୍ଦ
  • ||
  • ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ମିସୌରୀ ଓ କେଣ୍ଟକି ଅଧିକ ପ୍ରଭାବିତ, ୨୭ ମୃତ, ୧୨ରୁ ଅଧିକ ଆହତ
  • ||
  • ସରିବ ଭାରତ-ପାକିସ୍ତାନ ଅସ୍ତ୍ରବିରତି ଅବଧି, ଡିଜିଏମ୍‌ଓ ସ୍ତରରେ ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ସଫଳ ହେଲାନି ସାଟେଲାଇଟ୍ EOS-09ର ଉତ୍‌କ୍ଷେପଣ, ସୂଚନା ଦେଲେ ଇସ୍ରୋ ମୁଖ୍ୟ ଭି. ନାରାୟଣନ
  • ||
  • କେନ୍ଦୁଝର : ସାଙ୍ଗକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍ ଆଘାତରେ ସାଙ୍ଗ ମୃତ
  • ||
  • ଭଦ୍ରକ : ଲିଫ୍ଟରେ ଚାପି ହୋଇ ରୋଗୀ ମୃତ୍ୟୁ ଘଟଣା, ସମ୍ପର୍କୀୟଙ୍କୁ ମିଳିଲା ଆର୍ଥିକ ସହାୟତା ସହ ଚାକିରି
  • ||
  • ରାଜ୍ୟର ୪ ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିବ ପାରଦ, ଆଜି ୯ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା
  • ||

ଲିଫ୍ଟରେ ଚାପି ହୋଇ ରୋଗୀ ମୃତ୍ୟୁ ଘଟଣା, ସମ୍ପର୍କୀୟଙ୍କୁ ମିଳିଲା ଆର୍ଥିକ ସହାୟତା ସହ ଚାକିରି

Published By : Harapriya Sethi | May 18, 2025 7:59 AM

ଭୁବନେଶ୍ୱର, ୧୮/୦୫: ଏପ୍ରିଲ ୨୪ ତାରିଖରେ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଲିଫ୍ଟରେ ଚାପି ହୋଇ ରୋଗୀ ମୃତ୍ୟୁ ଘଟଣାରେ ମିଳିଲା ସହାୟତା । ମୃତ ରୋଗୀଙ୍କ ସମ୍ପର୍କୀୟଙ୍କୁ ଆର୍ଥିକ ସହାୟତା ସହ ଜଣେ ସମ୍ପର୍କୀୟଙ୍କୁ ଚକିରି ମିଳିଛି । 

ସୂଚନାଯୋଗ୍ୟ ଯେ, ଗତ ଏପ୍ରିଲ ମାସ ୨୪ ତାରିଖରେ ରାନ୍ଦିଆ ଅଞ୍ଚଳର ମିନତି ପରିଡ଼ାଙ୍କୁ ଲିଫ୍ଟରେ ୱାର୍ଡକୁ ନିଆଯାଉଥିଲା । ଏତିକି ବେଳେ ଲିଫ୍ଟରେ ଚାପି ହୋଇ ତାଙ୍କ ମୃତ୍ୟ ହୋଇଥିଲା । ଯାହାକୁ ନେଇ ଉତ୍ତେଜନା ସହ ସରକାରୀ ସହାୟତା ଏବଂ ଚାକିରି ଦେବା ପାଇଁ ଦାବି ହୋଇଥିଲା । ପରେ ଉତ୍ତେଜନାକୁ ଦେଖି ମୃତକଙ୍କ ପରିଜନଙ୍କ ଦାବି ଅନୁଯାୟୀ ଆର୍ଥିକ ସହାୟତା ସହ ସମ୍ପର୍କୀୟଙ୍କୁ ଚାକିରି ଦାବି ପୂରଣ ପାଇଁ ପ୍ରତିଶ୍ରୁତି ଦେଇଥିଲେ ପ୍ରଶାସନ । ଏବେ ମେଡିକାଲ ପରିଚାଳନାରେ ଥିବା ସେଫାର୍ଡ ସଂସ୍ଥା ତରଫରୁ ସହାୟତା ରାଶି ବାବଦକୁ ଆର୍ଥିକ ରାଶିକୁ ଚେକ୍ ମାଧ୍ୟମରେ ସିଡିଏମଓଙ୍କ କାର୍ଯ୍ୟଳୟରେ ମୃତ ମିନତିଙ୍କ ସମ୍ପର୍କୀୟ ଙ୍କୁ ପ୍ରଦାନ କରାଯାଇଛି । ଏହା ଛଡ଼ା ତାଙ୍କ ପୁତୁରାକୁ ମଧ୍ୟ ବ୍ଲଡ୍ ବ୍ୟାଙ୍କରେ ଚାକିରି ଦେବା ନେଇ ଚିଠି ପ୍ରଦାନ କରାଯାଇଛି ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.