ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌

ପାଟଣାଗଡ,୨୮/୦୯: ନୂଆପଡା ଭାୟା ପାଟଣାଗଡ଼ ରେଳ ଲାଇନ ଦାବି ନେଇ ଶନିବାର ସିଟିଜେନ ଫୋରାମ ପକ୍ଷରୁ ପାଟଣାଗଡ଼ ୧୨ ଘଣ୍ଟିଆ ବନ୍ଦ ପାଳନ କରିଛି । ଯାନବାହନ ଚଳାଚଳ ଠପ୍‌ । ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି ଯାତ୍ରୀ । ବଲାଙ୍ଗୀର ଜିଲ୍ଲା ପାଟଣାଗଡ ବ୍ଲକରେ ଏହି ଆନ୍ଦୋଳନ ହେଉଛି । 

ସୂଚନା ମୁତାବକ, ରେଳ ଲାଇନ ଦାବି ନେଇ ଶନିବାର ସିଟିଜେନ ଫୋରାମ ପକ୍ଷରୁ ପାଟଣାଗଡ଼ ପାଳନ କରିଛି । ନୂଆପଡା ଭାୟା ପାଟଣାଗଡ଼ ରେଳ ଲାଇନ ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଶନିବାର ସକାଳୁ ସକାଳୁ ଆନ୍ଦୋଳନକାରୀ ମାନେ ପିକେଟିଙ୍ଗ କରି ଦୋକାନ ବଜାର ବନ୍ଦ କରିଛନ୍ତି । ଏହି ଦାବି ନେଇ ପୂର୍ବରୁ ଅନେକ ଥର ଦାବି ହୋଇଥିଲେ ମଧ୍ୟ, ପ୍ରଶାସନ କୌଣସି ପଦକ୍ଷେପ ନେଇ ନାହିଁ । ତେଣୁ ବାଧ୍ୟ ହୋଇ ସିଟିଜେନ ଫୋରମ ଏହି ଆନ୍ଦୋଳନର ଡାକରା ଦେଇଛନ୍ତି । ତେବେ ଏହି ଆନ୍ଦୋଳନକୁ ପାଟଣାଗଡ଼ର ବିଭିନ୍ନ ସଂଗଠନ ସମର୍ଥନ କରି ଆନ୍ଦୋଳନକୁ ଓଲ୍ଲାଇଛି । ଏହି ବନ୍ଦ ଫଳରେ ଯାତ୍ରୀ ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.