ପ୍ରମୁଖ ଖବର
  • ହିଞ୍ଜିଳି : ହିଞ୍ଜିଳିରୁ ଶଙ୍ଖନାଦ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆରମ୍ଭ ହେଲା ବିଜେଡିର ବିଜୟ ଯାତ୍ରା
  • ||
  • ଭୁବନେଶ୍ୱର : ମସଲା ବ୍ୟାନ୍‌ ପ୍ରସଙ୍ଗ: ମସଲା ବ୍ୟାନ୍‌ର ମୂଳ କାରଣକୁ ଚିହ୍ନଟ କରାଯିବ
  • ||
  • ଭୁବନେଶ୍ୱର : ନକଲି ପୁଲିସ୍‌, ସିବିଆଇ ଅଧିକାରୀ କହି ଲୁଟୁଥିଲେ; ଇରାନୀ ମୁସଲିମ୍‌ ଗ୍ୟାଙ୍ଗ୍‌ର ୭ ଗିରଫ
  • ||
  • ଭୁବନେଶ୍ୱର : ଲିଭୁନି ଚନ୍ଦକା ନିଅ, ୧୨ ଘଣ୍ଟା ନାକେଦମ୍‌ ବନ କର୍ମଚାରୀ
  • ||
  • ଫୁଲବାଣୀ : ବାରହା ଆକ୍ରମଣରେ ମହିଳା ମୃତ
  • ||
  • ମାଲକାନଗିରି ଜିଲ୍ଲାରୁ ନଗଦ ୩୦ ଲକ୍ଷ ଜବତ, ୨ ଗିରଫ
  • ||
  • ଭୁବନେଶ୍ଵର : ମେ ୧ରେ ୪୮ ଡିଗ୍ରୀ ଛୁଇଁବ, ଆହୁରି ୬ ଡିଗ୍ରୀ ବଢ଼ିଯିବ ତାତି
  • ||

ପିସିସି ଶୃଙ୍ଖଳା କମିଟି ପୁନର୍ଗଠନ : କମିଟି ଅଧ୍ୟକ୍ଷ ହେଲେ ବିଧାୟକ ସନ୍ତୋଷ ସିଂ ସାଲୁଜା

 ଭୁବନେଶ୍ବର, ୯।୬ ପିସିସି ଶୃଙ୍ଖଳା କମିଟି ପୁନର୍ଗଠନ କଲା ଏଆଇସିସି । ବିଧାୟକ ସନ୍ତୋଷ ସିଂ ସାଲୁଜା ଏହାର ଅଧ୍ୟକ୍ଷ ରହିଛନ୍ତି। ତାଙ୍କ ଅଧ୍ୟକ୍ଷତାରେ ୬ ଜଣିଆ କମିଟି ରହିଛି । ଜାନକୀ ବଲ୍ଲଭ ପଟ୍ଟନାୟକ କମିଟିର ଆବାହକ ନିଯୁକ୍ତ ହୋଇଛନ୍ତି ।  ସେହିପରି କମିଟିରେ ଭୁଜବଳ ମାଝୀ, ରାଜେନ୍ଦ୍ର ଛତ୍ରିଆ., ଦେବେନ୍ଦ୍ର ସାହୁ ଏବଂ ପ୍ରତିମା ମଲ୍ଲିକ ସଦସ୍ୟ  ଭାବେ ରହିଛନ୍ତି।

ଆହୁରି ପଢନ୍ତୁ : ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା କଂଗ୍ରେସ :  ବାଦ୍ ପଡିଲେ ମିନାକ୍ଷୀ, ଦୁର୍ଗା ସାହୁ ହେଲେ କୋରାପୁଟ ସଭାପତି

ସେହିପରି ପଞ୍ଚାନନ କାନୁନଗୋ ପିସିସି ଇସ୍ତାହାର କମିଟି ଅଧ୍ୟକ୍ଷ ହୋଇଥିବା ବେଳେ  କାର୍ଯ୍ୟକ୍ରମ କ୍ରିୟାନ୍ୱୟନ କମିଟି ଅଧ୍ୟକ୍ଷ ଯଜ୍ଞେଶ୍ୱର ବାବୁ ହୋଇଛନ୍ତି । ପ୍ରଚାର ଓ ପ୍ରସାର କମିଟି ମୁଖ୍ୟ ସଂଜୟ ତ୍ରିପାଠୀ  ହୋଇଛନ୍ତି।

{"id":585055,"sizeSlug":"full","linkDestination":"none"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.