ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଖବରକାଗଜ ବିତରକଙ୍କୁ ପିଟିଲା PCR, ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

Published By : Harapriya Sethi | April 2, 2025 8:21 AM

ଭୁବନେଶ୍ୱର, ୦୨/୦୪: ଖବରକାଗଜ ବିକ୍ରି କରୁଥିବା ବେଳେ ବିତରକଙ୍କ ଉପରେ ମାଡ଼ିଗଲା ପିସିଆର୍‌ । ପିସିଆର ଧକ୍କାରେ ଖବରକାଗଜ ବିତରକ ଆହତ । ଆହତ ଅବସ୍ଥାରେ ଖବର କାଗଜ ବିତରକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । କଟକ ଜିଲ୍ଲା ବାଦାମବାଡ଼ି ପୁରୁଣା ବସ୍‌ଷ୍ଟାଣ୍ଡ ଭିତରେ ଏଭଳି ଘଟଣା ଘିଟିଛି । 

ସୂଚନା ମୁତାବକ, ଜଣେ ଖବରକାଗଜ ବିତରକ ବାଦାମବାଡ଼ି ପୁରୁଣା ବସ୍‌ଷ୍ଟାଣ୍ଡ ଭିତରକୁ ଖବରକାଗଜ ବିକ୍ରି କରିବା ପାଇଁ ଯାଇଥିଲେ । ସେଠାରେ ବୁଲି ବୁଲି ବସ୍‌ରେ ଯାତ୍ରା କରୁଥିବା ଲୋକମାନଙ୍କୁ ଖବରକାଗଜ ବିକ୍ରି କରିବା ବେଳେ ଏକ ପିସିଆର ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା । ଖବରକାଗଜ ବିତରକଙ୍କୁ ଧକ୍କା ଦେଇ ତାଙ୍କ ଉପରକୁ ମାଡ଼ିଗଲା ପିସିଆର୍‌ । ଫଳରେ ବ୍ୟକ୍ତି ଜଣକ ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ଆହତ ଅବସ୍ଥାରେ ତାଙ୍କର ଚିକିତ୍ସା ଚାଲିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.