PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରୁ ଦୁବାଇ ବିମାନ ସେବା ପାଇଁ ଟିକେଟ ବୁକିଂର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୋଆର ନୂତନ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ପି.କେ. ନନ୍ଦ
  • ||
  • ୫ଟି ସଚିବଙ୍କ ପୁରୀ ଗସ୍ତ, ଶ୍ରୀ ଜଗନ୍ନାଥ କ୍ରୀଡା କମ୍ପ୍ଲେକ୍ସ ନିର୍ମାଣର ଅଗ୍ରଗତି କଲେ ସମୀକ୍ଷା
  • ||
  • ଭୁବନେଶ୍ଵର : ଓଡ଼ିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ୪୩ ଲକ୍ଷରୁ ଉର୍ଦ୍ଧ୍ଵ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୭୭ କୋଟି
  • ||
  • ଭୁବନେଶ୍ଵର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୂଳିଆକୁ ଗଡିବ ମେଟ୍ରୋ
  • ||
  • ଭୁବନେଶ୍ୱର : ଭୁବନେଶ୍ୱର-କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ପ୍ରତିଷ୍ଠା ପାଇଁ ପ୍ରକ୍ରିୟା ଆରମ୍ଭ, ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ
  • ||
  • ପୁରୀ : ପୁରୀରେ ପୁଣି ଆତଙ୍କରାଜ, ଦୋକାନ ବାହାରେ ଥୁଆ ହୋଇଥିବା ବାଇକ୍ ଜାଳିଦେଲେ ଦୁର୍ବୃତ୍ତ
  • ||
  • ବସ୍ତା : ସୁବର୍ଣ୍ଣରେଖା ନଦୀରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ବଲାଙ୍ଗୀର : ଜାଲ ସାର୍ଟିଫିକେଟ ମାମଲା : ତଦନ୍ତ କରିବ କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||

ବଜେଟ୍ ୨୦୧୯: ଗ୍ରାଚୁଇଟି ସୀମା ୩୦ଲକ୍ଷ ଟଙ୍କା; ଶ୍ରମିକଙ୍କୁ ମାସିକ ୩୦୦୦ ଟଙ୍କା ପେନସନ୍

ନୂଆଦିଲ୍ଲୀ: କମଚାରୀଙ୍କ ଗ୍ରାଚୁଇଟି ସୀମା ୧୦ଲକ୍ଷ ଟଙ୍କାରୁ ବଢ଼ି ୩୦ ଲକ୍ଷ ଟଙ୍କା କରାଗଲା ବୋଲି ବଜେଟ ଅଭିଭାଷଣରେ ମନ୍ତ୍ରୀ ପୀୟୁଷ ଗୋୟଲ ଘୋଷଣା କରିଛନ୍ତି।
ପ୍ରଧାନମନ୍ତ୍ରୀ ‘ଶ୍ରମ ଯୋଗୀ ମନଧନ’ ନାମକ ବିଶାଳ ପେନ୍ସନ ଯୋଜନା ଦ୍ବାରା ଅସଂଗଠିତ କ୍ଷେତ୍ରରେ କାଯ୍ୟ କରୁଥିବା ଶ୍ରମିକମାନଙ୍କୁ ୬୦ ବଷ ବୟସ ପରେ ମାସିକ ୩୦୦୦ଟଙ୍କା ପେନ୍ସନ ମିଳିବ। ଏଥିପାଇଁ ସେମାନଙ୍କୁ ମାସିକ ୧୦୦ଟଙ୍କା ଦେବାକୁ ପଡ଼ିବ। ଅସଂଗଠିତ କ୍ଷେତ୍ର ଲାଗି ପାଞ୍ଚ ବଷ ମଧ୍ୟରେ ଏହା ହେଉଛି ବିଶ୍ବରେ ସବର୍ବୃହତ ପେନ୍ସନ ଯୋଜନା। ଏହି କ୍ଷେତ୍ରରେ ୧୦ କୋଟି ଶ୍ରମିକ ଉପକୃତ ହେଉଛନ୍ତି। ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାରେ ୭୫ ପ୍ରତିଶତ ହେଉଛନ୍ତି ମହିଳା। ପ୍ରଧାନମନ୍ତ୍ରୀ ମାତୃତ୍ବ ଯୋଜନାରେ ମହିଳାମାନଙ୍କୁ ୨୬ ସପ୍ତାହ ମାତୃତ୍ବକାଳୀନ ଛୁଟି ମିଳୁଛି।
ସୁଦ୍ଧ ଇନ୍ଧନ ଓ ସ୍ବାସ୍ଥ୍ୟ ଲାଗି ଗ୍ରାମୀଣ ପରିବାର ଗୁଡ଼ିକୁ ପ୍ରଧାନମନ୍ତ୍ରୀ ଉଜ୍ଜ୍ବଳା ଯୋଜନରେ ୮କୋଟି ମାଗଣା ଏଲପିଜି ସଂଯୋଗ ଦିଆଯିବ। ଏ ପଯ୍ୟନ୍ତ ୬ କୋଟି ସଂଯୋଗ ଦିଆଗଲାଣି।

ସମ୍ବନ୍ଧିତ ଖବର