ପ୍ରମୂଖ ଖବର
  • ସାଲେପୁର : ବିଦ୍ୟାଳୟରେ ପାଠ ପଢାଇଲେ ଜିଲ୍ଲାପାଳ, ବୁଲି ଦେଖିଲେ ବିଜ୍ଞାନ ଲାବୋରେଟୋରୀ
  • ||
  • ଛତ୍ରପୁର : କାରାଗାରରେ ବିଚରାଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଆଠଗଡ : ଗଣେଶ ଭସାଣରେ ଛୁରା ମାଡ; ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ଵର : ବଡ଼ବଡ଼ିଆଙ୍କ କବଜାରେ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆଇସିୟୁ, ସାଧାରଣ ଏବଂ ଗରିବ ରୋଗୀଙ୍କ ପାଇଁ କବାଟ ବନ୍ଦ
  • ||
  • ଭଞ୍ଜନଗର : ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କୋଣାର୍କ : ମାନସିକ ବିକୃତ ଥିବା ବୃଦ୍ଧଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
  • ||
  • ମାଲକାନଗିରିରେ ସୁଧୁରୁଛି ବନ୍ୟାସ୍ଥିତି, ସମୀକ୍ଷା କଲେ ଦୁଇ ବରିଷ୍ଠ ଅଧିକାରୀ
  • ||

ଖୁବଶୀଘ୍ର ଲାଗୁ ହେବ ପେସା ଆଇନ, ସରପଞ୍ଚଙ୍କୁ ମିଳିବ ଶତ ପ୍ରତିଶତ କ୍ଷମତା

ଭୁବନେଶ୍ବର,୦୩/୦୯:ରାଜ୍ୟରେ ଖୁବଶୀଘ୍ର ଲାଗୁ ହେବ ପେସା ଆଇନ। ଆଇନରେ ସରପଞ୍ଚଙ୍କୁ ମିଳିବ ଶତ ପ୍ରତିଶତ କ୍ଷମତା। ଲୋକଙ୍କ ଇଚ୍ଛାରେ କାମ ପାଇଁ ଗ୍ରାମସଭାକୁ କ୍ଷମତା। ୨୦୨୫ ସୁଦ୍ଧା ସମସ୍ତ ଗାଁକୁ ପାନୀୟ ଜଳ ଯୋଗାଣ ଲକ୍ଷ୍ୟ ରହିଥିବା ନେଇ ଗୃହରେ ଉତ୍ତର ରଖିଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ। 

ସେ କହିଛନ୍ତି ଯେ,ବିଜୁ ପଟ୍ଟନାୟକ କହିଥିଲେ ସରପଞ୍ଚ ହେଉଛନ୍ତି ମୁଖ୍ୟମନ୍ତ୍ରୀ।କୋଭିଡ ସମୟରେ  ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ ଜିଲ୍ଲାପାଳର କ୍ଷମତା ଦେଇଥିଲେ। ହେଲେ କୋଭିଡ ପରେ ସେହି କ୍ଷମତା ପ୍ରତ୍ୟାହାର ହୋଇଥିଲା। ଆଦିବାସୀ ଅଞ୍ଚଳର ସରପଞ୍ଚ ମାନଙ୍କୁ ଯେଉଁ  ୨୨ଟି  କ୍ଷେତ୍ରରେ କ୍ଷମତା ଦିଆଯାଇଛି, ତାହା ଏବେ ଵି ବଲବତ୍ତର ଅଛି। ତେଣୁ ପେସା ଆଇନ ଆଣିବ ଆମ ସରକାର। ଶତ ପ୍ରତିଶତ କ୍ଷମତା ପାଇବେ ସରପଞ୍ଚ। ଗ୍ରାମସଭାକୁ ଲୋକଙ୍କ ଇଚ୍ଛା ଅନୁସାରେ କାମ କରିବାକୁ କ୍ଷମତା ମିଳିବ ବୋଲି  ମନ୍ତ୍ରୀ କହିଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.