PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଲାୟମ ସିଂହ ଯାଦବ ICUରେ ଭର୍ତ୍ତି ,ଅଖିଳେଶ ଓ ଅପର୍ଣ୍ଣା ଯାଦବଙ୍କ ତୁରନ୍ତ ଦିଲ୍ଲୀ ଯାତ୍ରା
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩୧ ପଜିଟିଭ୍ ଚିହ୍ନଟ
  • ||
  • କଟକ : ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଧାୟକ ମହମ୍ମଦ ମୋକିମ୍, ବିଧାୟକ ପଦ ରଦ୍ଦ ହେବାର ଆଶଙ୍କା
  • ||
  • କେନ୍ଦୁଝର : ସାମାନ୍ୟ ବଚସାରୁ ତୁମୁଳ କାଣ୍ଡ, ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା
  • ||
  • କୋରାପୁଟ : ବିଜୁଳି ଘଡ଼ଘଡ଼ିରେ ଭୁଶୁଡ଼ିଲା କୋରାପୁଟର ଜେଇଏଲ୍ ଚର୍ଚ୍ଚ
  • ||
  • ବ୍ରହ୍ମପୁର : କାର୍‌ରୁ ୩ କେ.ଜି ସୁନା ଏବଂ ୧୭ କେ.ଜି ରୂପା ଜବତ, ୩ ଅଟକ
  • ||

ଆଜିଠୁ ଏକକ ପିଜି ପ୍ରବେଶିକା ଆବେଦନ

ଭୁବନେଶ୍ୱର,୧୨।୮: ଆସନ୍ତାକାଲି (ବୁଧବାର) ଅପରାହ୍ନ ୨ଟାରୁ ଛାତ୍ରଛାତ୍ରୀମାନେ ଏକକ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ କରିପାରିବେ । www.samsodisha.gov.in ରେ ଅନଲାଇନ୍‌ ଆବେଦନ ହେବ । ଚଳିତ ମାସ ୩୧ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ ।

ଏକକ ପିଜି ପ୍ରବେଶିକା ପରୀକ୍ଷା ସେପ୍ଟେମ୍ବର ୩୦ରୁ ଆରମ୍ଭ ହୋଇ ଅକ୍ଟୋବର ୭ ତାରିଖରେ ସରିବ । ଅକ୍ଟୋବର ୧୦ ତାରିଖ ରାତି ୧୧ଟା ୪୫ ସୁଦ୍ଧା ସ୍ନାତକ ବା ଯୁକ୍ତ ତିନି ମାର୍କ ଅପଡେଟ୍‌ କରିହେବ । ଅକ୍ଟୋବର ୨୫ରେ ରାଜ୍ୟସ୍ତରୀୟ ମେରିଟ୍‌ ଲିଷ୍ଟ୍‌ ପ୍ରକାଶ ପାଇବ । ଯୁକ୍ତ ତିନି ଶେଷ ବର୍ଷ ପରୀକ୍ଷା ଫଳ ନଥିଲେ ମଧ୍ୟ ଆବେଦନ କରାଯାଇପାରିବ ବୋଲି ରାଜ୍ୟ ଉଚ୍ଚଶକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସମ୍ବନ୍ଧିତ ଖବର