ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ଡ୍ରାଇଭର ବଦଳରେ ଫାର୍ମାସିଷ୍ଟ ଚଳାଇଲେ ଆମ୍ବୁଲାନ୍ସ, କାର୍ଯ୍ୟାନୁଷ୍ଠାନ ପାଇଁ ଦାବି

Published By : Harapriya Sethi | May 26, 2025 3:11 PM

ହରଭଙ୍ଗା,୨୬/୦୫: ଗୁରୁତର ଯୁବକଙ୍କୁ ଡାକ୍ତରଖାନା ନେବାକୁ ଆସିଥିଲା ଆମ୍ୱୁଲାନ୍ସ । ହେଲେ ଆମ୍ୱୁଲାନ୍ସକୁ ଚାଳକ ବଦଳରେ ଫାର୍ମାସିଷ୍ଟ ଚଳାଉଥିଲେ । ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ କୁଶସିଙ୍ଗା ଗ୍ରାମରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ଆମ୍ୱୁଲାନ୍ସର ଜଣେ ସ୍ଥାୟୀ ଚାଳକ ଥିଲେ ମଦ୍ୟ କାହିଁକି ଫାର୍ମାସିଷ୍ଟ ଗାଡ଼ି ଚଳାଉଥିଲେ, ତା'କୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । 

ସୂଚନା ମୁତାବକ, ଗତ ଶନିବାର ଦିନ ହରଭଙ୍ଗା ବ୍ଲକ କୁଶସିଙ୍ଗା ଗାଁରେ ପଥର ବ୍ଲାଷ୍ଟିଂ ବେଳେ ଜଣେ ଯୁବକ ଗୁରୁତର ହୋଇ ପଡ଼ିଥିଲେ। ଏହା ଦେଖି ସ୍ଥାନୀୟଲୋକେ ହରଭଙ୍ଗା ଆମ୍ବୁଲାନ୍ସକୁ ଖବର ଦେଇଥିଲେ । ଗୁରୁତର ବ୍ୟକ୍ତିଙ୍କୁ ମେଡିକାଲରେ ପହଞ୍ଚାଇବାକୁ ଆମ୍ବୁଲାନ୍ସ ମଧ୍ୟ ପହଞ୍ଚିଥିଲା। ହେଲେ ଉକ୍ତ ଆମ୍ୱୁଲାନ୍ସକୁ ଡ୍ରାଇଭର ବଦଳରେ ଜଣେ ଫାର୍ମାସିଷ୍ଟ ଚଳାଉଥିଲେ । ଯାହାକୁ ନେଇ ସାଧାରଣରେ ଅନେକ ପ୍ରଶ୍ନ ଉଠିଛି । ଆମ୍ୱୁଲାନ୍ସ ଚଳାଇବାକୁ ସ୍ଥାୟୀ ଡ୍ରାଇଭର ଥିଲେ ମଧ୍ୟ ଫାର୍ମାସିଷ୍ଟ କିଭଳି ଚଳାଉଥିଲେ ଗାଡ଼ି ? ତେବେ କିଏ ଏହି ଡ୍ରାଇଭର, ଯିଏ ଫାର୍ମାସିଷ୍ଟଙ୍କ ହାତରେ ଗାଡ଼ି ଛାଡ଼ିଥିଲେ । ଫାର୍ମାସିଷ୍ଟ ଜଣକ ପେସାରେ ଜଣେ ଡ୍ରାଇଭର ନା ପରିସ୍ଥିତିରେ ପଡ଼ି ନିଜେ ଆମ୍ବୁଲାନ୍ସ ଚଳେଇ ଯାଇଥିଲେ ତାହା ସବୁଠୁ ବଡ଼ ପ୍ରଶ୍ନ। ଏହାର ତଦନ୍ତ କରି ଦୋଷୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବୁଦ୍ଧିଜୀବୀଙ୍କ ମହଲରେ ଦାବି କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.