ପ୍ରମୂଖ ଖବର
  • ରାୟଗଡ଼ା : ଲାଞ୍ଚ ନେବା ବେଳ ଭିଜିଲାନ୍ସ ହାତରେ ଧରାପଡିଲେ ସିଡିପିଓ, କିରାଣୀ
  • ||
  • ବାଲେଶ୍ୱର : ସାପ କାମୁଡ଼ାରେ ଅଷ୍ଟମ ଶ୍ରେଣୀ ଛାତ୍ରୀ ମୃତ
  • ||
  • ଖୋର୍ଦ୍ଧା : ବାଇକ୍‌ ପଛରେ ପିଟିହେଲା ମାଲବାହୀ ଟ୍ରକ୍‌; ମହିଳା ମୃତ, ଜଣେ ଆହତ
  • ||
  • ରଥ ଖଳା ହାଲ୍‌ଚାଲ୍... ରଥତ୍ରୟରେ ଲାଗିଲା ୧୨ ଦୁଆରଘଡ଼ା, କଳସ ଉଠି ଓଲଟ ଶୁଆ ସ୍ଥାପନ
  • ||
  • ୩ ବିଧାୟକଙ୍କୁ ବହିଷ୍କାର କଲା ସମାଜବାଦୀ ପାର୍ଟି, ଦଳ ବିରୋଧୀ କାର୍ଯ୍ୟ ପାଇଁ ଆକ୍ସନ
  • ||
  • ସୁନ୍ଦରଗଡ଼ : ବାଇକ୍‌କୁ ପଛରୁ ପିଟିଲା ଟ୍ରକ୍‌; ୨ ମୃତ, ଜଣେ ଗୁରୁତର
  • ||
  • ଅନବସର ତ୍ରୟୋଦଶୀ ତିଥି, ମହାପ୍ରଭୁଙ୍କୁ ଘଣା ଓ ଖଳି ପ୍ରସାଦ ଲାଗି ହେବ
  • ||
  • ସିରିଆର ଏକ ଚର୍ଚ୍ଚରେ ଆତ୍ମଘାତୀ ବିସ୍ଫୋରଣ, ୨୦ ମୃତ
  • ||
  • ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଯୁବ ଶକ୍ତି ସମାବେଶରେ ଦେବେ ଯୋଗ
  • ||
  • ୨୫ରେ ଆଉ ଏକ ଘୂର୍ଣ୍ଣିବଳୟ, ୨୭ଯାଏ ବର୍ଷା ସମ୍ଭାବନା: ଆଜି ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||

ଶାଳ ପଟା ବୋଝେଇ ପିକପ୍ ଜବତ, ଚାଳକ ଚମ୍ପଟ

Published By : Soubhagya Ranjan | May 19, 2025 4:06 PM

କଣିହାଁ,୧୯/ ୦୫: କଣିହାଁ ବନାଞ୍ଚଳ ଅନ୍ତର୍ଗତ କୁମୁଣ୍ଡା ରାସ୍ତାରେ ବନ ବିଭାଗ ପକ୍ଷରୁ ସୋମବାର ଶାଳ ପଟା ବୋଝେଇ ପିକଅପ ଭ୍ୟାନକୁ  ଜବତ କରାଯାଇଛି। ୩୨ ବର୍ଗ ଫୁଟ ଶାଳ ପଟା ସହିତ ବିମ ପିକଅପରେ ବୋଝେଇ ଥିବା ବେଳେ ରାସ୍ତା କଡ଼ରେ ଗାଡ଼ ଛାଡ଼ ଚାଳକ ଚମ୍ପଟ ମାରିଥିବା ଜଣାପଡ଼ିଛି। ତେବେ ପିକଅପ୍ ଗାଡିଟି କୋଶଳା ଆଡୁ କୁମୁଣ୍ଡା ଅଭିମୁଖେ ଯାଉଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ କଣିହାଁ ବନ ବିଭାଗ ଚଢ଼ାଉ କରିଥିଲା। ଘଟଣାର ମୂଳ ପର୍ଯ୍ୟନ୍ତ ପହଞ୍ଚିବାକୁ ବନ ବିଭାଗ ଅନୁସନ୍ଧାନ ଚଳାଇଛି। ଦୀପକ କୁମାର ସେଠୀ, ଦୀପକ କୁମାର ସାହୁ, ରଞ୍ଜନ ପ୍ରଧାନ, ଧୁର୍ବ ସାହୁ, ସଂସାର ସାହୁ, ପ୍ରଶାନ୍ତ ପ୍ରଧାନ ପ୍ରମୁଖ ବିଭାଗୀୟ କର୍ମଚାରୀ ଚଢ଼ାଉ ବେଳେ ସାମିଲ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.