ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ବେଆଇନ ଗୋ ଚାଲାଣ ବେଳେ ଓଲଟିଲା ପିକଅପ୍ ଭ୍ୟାନ୍, ୫ ଷଣ୍ଢ ମୃତ

Published By : Swapna Ray | December 1, 2024 12:32 PM

ବାଲେଶ୍ୱର, ୧।୧୨: ବେଆଇନ ଗୋ ଚାଲାଣ ବେଳେ ଏକ ପିକଅପ୍ ଭ୍ୟାନ୍ ଓଲଟିପଡ଼ିଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ୫ଟି ଷଣ୍ଢଙ୍କ ମୃତ୍ୟୁ ହୋଇଛି । ପିକଅପ୍‌ରେ ୧୫ଟି ଷଣ୍ଢଙ୍କୁ ବେଆଇନ ଭାବେ ଭଦ୍ରକରୁ ବାଲେଶ୍ଵରକୁ ଚାଲାଣ କରାଯାଉଥିବା ବେଳେ ଦ୍ରୁତଗତିରେ ଆସୁଥିବା ଗାଡ଼ିଟି ଭାରସାମ୍ୟ ହରାଇ ଏକ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ସ୍ଥାନୀୟ ମାଛ ବଜାର ନିକଟର ଥିବା ୫ଟି ବାଇକ୍ ଉପରକୁ ଚଢ଼ିଯାଇଥିଲା । ଫଳରେ ଜଣେ ମାଛ ବ୍ୟବସାୟୀ ଆହତ ହେଇଛନ୍ତି । 

ଦୁର୍ଘଟଣାସ୍ଥଳରେ ୫ ଷଣ୍ଢଙ୍କ ମୃତ୍ୟୁ ଘଟିବାକୁ କେନ୍ଦ୍ରକରି ଉଭୟ ଡ୍ରାଇଭର ଓ ହେଲପରଙ୍କୁ ନିର୍ଦ୍ଧୁମ ମାଡ଼ ମାରିଛନ୍ତି ସ୍ଥାନୀୟ ଲୋକେ । ବାଲେଶ୍ଵର ସଦର ଥାନା ଅନ୍ତର୍ଗତ ସୁନ୍ଦରୀ ନିକଟରେ ଏଭଳି ଘଟଣା ଘଟିଥିବା ବେଳେ ଉଭୟ ଡ୍ରାଇଭର ଓ ହେଲପରଙ୍କୁ ସ୍ଥାନୀୟ ପୁଲିସ୍ ପହଞ୍ଚି ଥାନାରେ ଅଟକ ରଖିଛି । ଦୁର୍ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଘଟଣାସ୍ଥଳରେ ସିଟି ଡିଏସ୍‌ପି, ସଦର ଥାନା ଆଇଆଇସି ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.