ବ୍ରହ୍ମପୁର: ପୀତବାସ ପଣ୍ଡା ହତ୍ୟା ମାମଲା,୫ଅଭିଯୁକ୍ତଙ୍କ ଜାମିନ ଖାରଜ୍ । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ସୁନୀଲ କୁମାର ହୋତା, ବିପିନ ସ୍ୱାଇଁ, ସୀମାଞ୍ଚଳ ନାଇକ, କୁନ୍ଦନ କୁମାର ,ଶିଶୁପାଳ କୁମାର ପାଶୱାନ ଆଦି ୫ଜଣ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ଏଡିଜେ -୩ କୋର୍ଟ (ଏଡିଜେ-୨ ଜର୍ଜ୍ ଦାଇତ୍ୱରେ ଅଛନ୍ତି ) ଜର୍ଜ୍ ଖାରଜ୍ କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ଅଭିଯୁକ୍ତଙ୍କ ଓକିଲ ଚକ୍ରପାଣି ନାହାକ ।

ଏହାସହ ପଢ଼ନ୍ତୁ : ୧,୧୭୪ କିଲୋଗ୍ରାମର ‘ପଖାଳ’ ପରିବେଷଣ ପାଇଁ ଗିନିଜ୍ ୱାର୍ଲ୍ଡ ରେକର୍ଡରେ ଓଡ଼ିଶାର ପ୍ରିୟ ଖାଦ୍ୟ