ପ୍ରମୂଖ ଖବର
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍

Published By : Anindita Ratha | July 14, 2025 8:20 AM

ନୂଆଦିଲ୍ଲୀ,୧୪/୦୭:  ଲଣ୍ଡନର ସାଉଥଏଣ୍ଡ ବିମାନବନ୍ଦରରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ । ରନୱେରୁ ଉଡ଼ାଣ ଭରିବାର କିଛି ସମୟ ପରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍। ଯାହାର ଏକ ଭିଡିଓ ସାମ୍ନାକୁ ଆସିଛି । ଯେଉଁଥିରେ ଘଟଣାସ୍ଥଳରୁ ନିଆଁ ଉଠୁଥିବାର ଦେଖିବାକୁ ମିଳିଛି। 

ସୂଚନା ମୁତାବକ, ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍ ବିମାନଟି ୧୨ ମିଟର  ଲମ୍ବା ଥିଲା। ଯାହା ଲଣ୍ଡନର ସାଉଥଏଣ୍ଡ ବିମାନବନ୍ଦରରୁ ନେଦରଲ୍ୟାଣ୍ଡର ଲେଲିଷ୍ଟାଡକୁ ଉଡ଼ାଣ ଭରିବାକୁ ଯାଉଥିଲା। ସୋସିଆଲ ମିଡିଆରେ ଏକ ବିବୃତ୍ତିରେ, ବିମାନବନ୍ଦର ବିମାନ ଦୁର୍ଘଟଣା ଘଟଣାର ନିଶ୍ଚିତ କରିଛି । ଅନ୍ୟପଟେ ଜଣେ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି ଯେ,ବିମାନଟି “ତଳେ ପଡ଼ିବା ପରେ ସେଠାରୁ ନିଆଁ ବାହାରୁଥିଲା। କୁହାଯାଉଛି ଯେ   ଏହି ବିମାନଟି ପ୍ରାୟ ୧୨ ଜଣ  ଯାତ୍ରୀଙ୍କୁ ବହନ କରିବାକୁ ସକ୍ଷମ । ତଥାପି, ଦୁର୍ଘଟଣା ସମୟରେ ବିମାନରେ କେତେ ଲୋକ ଥିଲେ ତାହା ଏପର୍ଯ୍ୟନ୍ତ ନିଶ୍ଚିତ ହୋଇନାହିଁ । ସାଉଥଏଣ୍ଡ ୱେଷ୍ଟ ଏବଂ ଲେ ସାଂସଦ ଡେଭିଡ୍ ବର୍ଟନ୍-ସାମ୍ପସନ୍ ଏହି ବିମାନ ଦୁର୍ଘଟଣା ସମ୍ପର୍କରେ ତାଙ୍କ ପୂର୍ବତନ ଆକାଉଣ୍ଟରୁ ଏକ ପୋଷ୍ଟ ସେୟାର କରିଛନ୍ତି । ସାଂସଦ ତାଙ୍କ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି,ମୁଁ ସାଉଥଏଣ୍ଡ ବିମାନବନ୍ଦରରେ ବିମାନ ଦୁର୍ଘଟଣା ବିଷୟରେ ଅବଗତ । ଦୟାକରି ସେହି ସ୍ଥାନରୁ ଦୂରେଇ ରୁହନ୍ତୁ ଏବଂ ସମସ୍ତ ଜରୁରୀକାଳୀନ ସେବାକୁ ସେମାନଙ୍କର କାମ କରିବାକୁ ଦେବାରୁ କହିଛନ୍ତି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.