PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଲାୟମ ସିଂହ ଯାଦବ ICUରେ ଭର୍ତ୍ତି ,ଅଖିଳେଶ ଓ ଅପର୍ଣ୍ଣା ଯାଦବଙ୍କ ତୁରନ୍ତ ଦିଲ୍ଲୀ ଯାତ୍ରା
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩୧ ପଜିଟିଭ୍ ଚିହ୍ନଟ
  • ||
  • କଟକ : ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଧାୟକ ମହମ୍ମଦ ମୋକିମ୍, ବିଧାୟକ ପଦ ରଦ୍ଦ ହେବାର ଆଶଙ୍କା
  • ||
  • କେନ୍ଦୁଝର : ସାମାନ୍ୟ ବଚସାରୁ ତୁମୁଳ କାଣ୍ଡ, ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା
  • ||
  • କୋରାପୁଟ : ବିଜୁଳି ଘଡ଼ଘଡ଼ିରେ ଭୁଶୁଡ଼ିଲା କୋରାପୁଟର ଜେଇଏଲ୍ ଚର୍ଚ୍ଚ
  • ||
  • ବ୍ରହ୍ମପୁର : କାର୍‌ରୁ ୩ କେ.ଜି ସୁନା ଏବଂ ୧୭ କେ.ଜି ରୂପା ଜବତ, ୩ ଅଟକ
  • ||

୨୧ରୁ ଯୁକ୍ତ ଦୁଇ ନାମଲେଖା ଆବେଦନ : ଫି’ କମିବା ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର,୧୩/୦୮: ଆସନ୍ତା ୨୧ତାରିଖରୁ ଯୁକ୍ତ ଦୁଇ କଳା,ବାଣିଜ୍ୟ ଓ ବିଜ୍ଞାନ ପ୍ରଥମ ବର୍ଷ ପଢ଼ିବା ପାଇଁ ନାମ ଲେଖିବାକୁ ଆବେଦନ କରିହେବ । ଅଗଷ୍ଟ ୨୧ ତାରିଖରୁ ସେପ୍ଟେମ୍ବର ୪ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

ଅପରପକ୍ଷେ ଚଳିତ ବର୍ଷ କରୋନା ମହାମାରୀ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆବେଦନ ଫି କମାଇବା ପାଇଁ ନିର୍ଦ୍ଦେଶ ଦେଇଥିବା ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି । ଛାତ୍ରଛାତ୍ରୀମାନେ ସାମ୍ସ ଜରିଆରେ ଅନଲାଇନ୍‌ ଆବେଦନ କରିପାରିବେ। ଚଳିତବର୍ଷ ସାଧାରଣ ବର୍ଗ ପିଲାମାନଙ୍କ ପାଇଁ ଆବେଦନ ଫି’ ୨ଶହ ଟଙ୍କା ରହିଛି । ଏହା ସହ ଏସ୍‌ସି/ଏସ୍‌ଟି ପିଲାଙ୍କ ପାଇଁ ଆବେଦନ ଫି ଶହେ ଟଙ୍କା ରଖାଯାଇଛି । ସେପ୍ଟେମ୍ବର ୯ରେ ମେରିଟ୍‌ ଲିଷ୍ଟ୍‌ ବା ମେଧା ତାଲିକା ବାହାରିବ ବୋଲି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ।