PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ଆଜିଠୁ ପ୍ରଥମ ପର୍ଯ୍ୟାୟ ଯୁକ୍ତ ୨ ନାମଲେଖା, ୨୫ ତାରିଖ ଯାଏଁ ଚାଲିବ

ଭୁବନେଶ୍ୱର,୧୯/୦୮: ଆଜିଠୁ ବିଭିନ୍ନ ହାୟର ସେକେଣ୍ଡାରୀ ସ୍କୁଲ (ଏଚ୍‌ଏସ୍‌ଏସ୍‌)ରେ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ ହେବ । ମେଧା ତାଲିକାରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀମାନେ ଆସନ୍ତା ୨୫ ତାରିଖ ଭିତରେ ନାମ ଲେଖାଇବେ । ଏହା ପରେ ଛାତ୍ରଛାତ୍ରୀ ଆସନ୍ତା ୨୭ ଭିତରେ ସ୍ଲାଇଡ୍‌-ଅପ୍‌ ଆବେଦନ କରିବେ ।

ସେପ୍ଟେମ୍ବର ୨ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ବାହାରିବ । ଏହି ପର୍ଯ୍ୟାୟର ନାମଲେଖା ସେପ୍ଟେମ୍ବର ୫ରୁ ୭ ତାରିଖ ଭିତରେ ହେବ । ଏହି ପର୍ଯ୍ୟାୟ ପରେ ବଳକା ସିଟ୍‌ର ନାମଲେଖା ପାଇଁ ସେପ୍ଟେମ୍ବର ୧୩ ତାରିଖରେ ସ୍ପଟ୍‌ ମେଧା ତାଲିକା ପ୍ରକାଶ ପାଇବ । ଯୋଗ୍ୟ ଛାତ୍ରଛାତ୍ରୀମାନେ ସେପ୍ଟେମ୍ବର ୧୩ ଓ ୧୪ ତାରିଖରେ ନାମଲେଖା ପାଇଁ ପଞ୍ଜୀକରଣ କରିବା ପରେ ୧୫ ତାରିଖରେ ଫାଇନାଲ୍‌ ସ୍ପଟ୍‌ ମେଧା ତାଲିକା ବାହାରିବ । ଏହାର ନାମଲେଖା ସେପ୍ଟେମ୍ବର ୧୫ ଓ ୧୬ ତାରିଖରେ ହେବ ।

ସମ୍ବନ୍ଧିତ ଖବର