PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ମେ ୨୮ରେ ଘୋଷଣା ହେବ +୨ ରେଜଲ୍ଟ ତାରିଖ, ପ୍ରଥମେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ପରେ କଳା ରେଜଲ୍ଟ

ଭୁବନେଶ୍ଵର, ୨୬/୦୫ : ମେ ୨୮ରେ ଘୋଷଣା ହେବ +୨ ରେଜଲ୍ଟ ତାରିଖ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟର ଫଳ ପ୍ରକାଶ ପାଇବ। ଏହାପରେ କଳା ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ବାହାରିବ । ସେହିପରି ମେ ୩୦ ଓ ୩୧ରେ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ବାହାରିବ। ଜୁନ ୮ ସୁଦ୍ଧା କଳା ଓ ଧନ୍ଦାମୂଳକ ଫଳାଫଳ ବାହାରିବ ବୋଲି ସୂଚନା ମିଳିଛି।

ପ୍ରକାଶ ଥାଉକି, ୩ ଦିନ ପରେ ଅର୍ଥାତ୍ ମେ ୨୯ ରୁ ଖୋଲିବ ସାମ୍ସ ପୋର୍ଟାଲ । ଏଥିସହ ଏହି ପୋର୍ଟାଲ ଯୋଗେ ଯୁକ୍ତ ଦୁଇ ପ୍ରଥମ ବର୍ଷ ଆଡ଼ମିଶନ ପାଇଁ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ପିଲାମାନେ ଜୁନ ୨୦ ଯାଏଁ ନାମଲେଖା ଆବେଦନ କରିପାରିବେ । ୨୮ ଜୁନରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଏଥର ସ୍ପଟ୍ ଆଡ଼ମିଶନରେ ସ୍ୱଚ୍ଛତା ପାଇଁ ଅନ୍‌ଲାଇନ୍ ଆବେଦନ ବ୍ୟବସ୍ଥା ଗ୍ରହଣ କରାଯାଇଛି । ୨୯ ଜୁଲାଇରୁ ପ୍ରଥମ ବର୍ଷର ପାଠପଢା ଆରମ୍ଭ ହେବ।