ପ୍ରମୂଖ ଖବର
  • କାମାକ୍ଷାନଗର : ଟାଙ୍ଗିଆରେ ସ୍ତ୍ରୀକୁ ହାଣି ଦେଲା ପାଗଳ ସ୍ୱାମୀ, କାରଣ ଅସ୍ପଷ୍ଟ
  • ||
  • ସୁନ୍ଦରଗଡ଼ : ପଡିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କଟକ: ଛତ୍ରବଜାରରେ ଯୋଗାଣ ବିଭାଗର ରେଡ୍ ଦର ନିୟନ୍ତ୍ରଣ ପାଇଁ ବେପାରିଙ୍କୁ ତାଗିଦ୍
  • ||
  • ପାଟଣାରେ ପୁଣି ଶୂନ୍ୟରୁ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଥରି ଉଠିଲା ଘରଦ୍ଵାର
  • ||
  • ମାଲକାନଗିିରି: ଲାଲବାହିନୀର ବର୍ବରକାଣ୍ଡ, ମୋବାଇଲ୍ ଟାୱାର ଉଡାଇଦେଲେ ମାଓବାଦୀ
  • ||
  • କଟକ: ମହାନଦୀକୁ ଡେଇଁ ଆତ୍ମହତ୍ୟା, ମୃତଦେହ ଜବତ କରିବ ପରିଚୟ ଖୋଜୁଛି ପୋଲିସ
  • ||
  • ନଭେମ୍ବରରେ ୧.୮୨ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ
  • ||
  • ପାଟଣା : ଶୋଇବା ଘରୁ ଇଞ୍ଜିନିୟରିଂ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭଦ୍ରକ : ଗୋରୁ ବୋଝେଇ ଗାଡ଼ିକୁ ଗୋଡେଇ ଗୋଡେଇ ଧରିଲା ପୋଲିସ, ଡ୍ରାଇଭର ଫେରାର
  • ||
  • ବୈପାରିଗୁଡା : ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ, ୫ ଗିରଫ
  • ||
  • ଏମ୍‌କେସିଜିରେ ପୁଣି ଜୁନିୟର୍‌ଙ୍କୁ ରାଗିଂ ଅଭିଯୋଗ, ଆଜି ଆଣ୍ଟି ରାଗିଂ ସେଲ୍‌ର ବୈଠକ
  • ||
  • ଆନନ୍ଦପୁର : ଖଣି ବିଭାଗ ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ ଉପରେ ଆକ୍ରମଣ, ୪ ଆହତ
  • ||
  • ବଙ୍ଗୋପସାଗରରେ ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୪ ଯାଏ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା
  • ||

ବ୍ରାଜିଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜି-୨୦ ସମ୍ମିଳନୀରେ ଦେବେ ଯୋଗ

ନୂଆଦିଲ୍ଲୀ,୧୮/୧୧: ନାଇଜେରିଆ ପରେ ଆଜି ବ୍ରାଜିଲରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତିନୋଟି ଦେଶ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ବିତୀୟ ଦିନରେ ବ୍ରାଜିଲରେ ପହଞ୍ଚିଛନ୍ତି । ବ୍ରାଜିଲର ରିଓ ଡା ଜାନେରୋରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ଏହି ଗସ୍ତରେ ପ୍ରଧାନମନ୍ତ୍ରୀ ଆଜି ୧୯ତମ ଜି୨୦ ସମ୍ମିଳନୀରେ ଯୋଗ ଦେବେ ।

ରିଓ ଡା ଜାନେରୋରେ ଭାରତୀୟ ଦୂତବାସ ସୁରେଶ ରେଡ୍ଡୀ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରିଥିଲେ । ତିନୋଟି ଦେଶ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ଦିନରେ ନାଇଜେରିଆ ଗସ୍ତ କରିଥିଲେ । ଦୀର୍ଘ ୧୭ ବର୍ଷ ପରେ ଏହି ପଶ୍ଚିମ ରାଷ୍ଟ୍ର ଗସ୍ତ କରିଥିଲେ ପ୍ରଧାନମନ୍ତ୍ରୀ । ପ୍ରଥମେ ନାଇଜେରିଆ ରାଷ୍ଟ୍ରପତି ଟିନୁବୁଙ୍କୁ ସାକ୍ଷାତ କରିଥିଲେ ପ୍ରଧାନମନ୍ତ୍ରୀ । ଉଭୟଙ୍କ ମଧ୍ୟରେ ଦ୍ବିପାକ୍ଷିକ ସମ୍ପର୍କକୁ ମଜଭୂତ ଲାଗି ବୈଠକ ହୋଇଥିଲେ । ଏହାପରେ ପ୍ରଧାନମନ୍ତ୍ରୀ ଭାରତୀୟ ସମୁଦାୟଙ୍କୁ ସମ୍ବୋଧନ କରିଥିଲେ ।

ବ୍ରାଜିଲରେ ଜି-୨୦ ସମ୍ମିଳନୀରେ ଭାଗ ନେବା ପରେ ଗୁୟାନା ଗସ୍ତ କରିବେ ମୋଦି । ଶେଷ ପର୍ୟ୍ୟାୟରେ ଦକ୍ଷିଣ ଆମେରିକୀୟ ରାଷ୍ଟ୍ର ଗୁୟାନା ଯିବେ । ୫୦ ବର୍ଷ ପରେ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ଏହା ତାଙ୍କର ଗସ୍ତ ହେବ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.