ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ବର୍ଷର ପ୍ରଥମ ମନ୍ କି ବାତ୍, ଜାଣନ୍ତୁ ଏଥର ଶେଷ ନୁହେଁ କାହିଁକି ତୃତୀୟ ରବିବାର କାର୍ଯ୍ୟକ୍ରମ

Published By : Ankita S | January 19, 2025 9:14 AM

ନୂଆଦିଲ୍ଲୀ,୧୯/୧: ଆଜି (ରବିବାର) ବର୍ଷର ପ୍ରଥମ 'ମନ୍ କି ବାତ୍' କାର୍ଯ୍ୟକ୍ରମ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ନ ୧୧ଟାରେ 'ମନ୍ କି ବାତ୍' କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧନ କରିବେ । ଏହା ୧୧୮ତମ ଏପିସୋଡ୍ । ବର୍ଷ ୨୦୨୫ର ଏହା ପ୍ରଥମ ମନ୍ କି ବାତ୍ କାର୍ଯ୍ୟକ୍ରମ ହେବ । ପ୍ରତିମାସ ଶେଷ ରବିବାର ମନ୍ କି ବାତ୍ କାର୍ଯ୍ୟକ୍ରମ ହୋଇଥାଏ ମାତ୍ର ଏଥର ମାସର ତୃତୀୟ ରବିବାର ଅନୁଷ୍ଠିତ ହେବ । ଜାଣନ୍ତୁ ଏହାର କାରଣ ।

ଏହା ବି ପଢନ୍ତୁ...ବର୍ଷର ଶେଷ ମନ୍ କି ବାତ୍ ; କଳାହାଣ୍ଡି ଚାଷୀଙ୍କୁ ପ୍ରଶଂସା କଲେ, ସମ୍ବିଧାନ ଆମ ମାର୍ଗଦର୍ଶକ କହିଲେ ପ୍ରଧାନମନ୍ତ୍ରୀ

କାହିଁକି ତୃତୀୟ ରବିବାର- ପ୍ରତିମାସ ଶେଷ ରବିବାର ମନ୍ କି ବାତ୍ କାର୍ଯ୍ୟକ୍ରମ ହୋଇଥାଏ ମାତ୍ର ଏଥର ମାସର ତୃତୀୟ ରବିବାର ଅନୁଷ୍ଠିତ ହେବାକୁ ଯାଉଛି । ତୃତୀୟ ରବିବାର ଅର୍ଥାତ ଜାନୁଆରୀ ୨୬ ତାରିଖ ସାଧାରଣତନ୍ତ୍ର ଦିବସ ପଡୁଛି । ଦେଶ ଗଣତନ୍ତ୍ର ଦିବସ ପାଳନ କରିବ ତେଣୁ ଚଳିତମାସ ଶେଷ ନୁହେଁ ତୃତୀୟ ରବିବାର ମନ୍ କି ବାତ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ।

ଏହା ବି ପଢନ୍ତୁ...କିଏ ଏହି ଜର୍ମାନ ଗାୟିକା କାସାଣ୍ଡ୍ରା? ମୋଦିଙ୍କୁ ଗାଈ ଶୁଣାଇଲେ ‘ଅଚ୍ୟୁତମ୍ କେଶବମ୍’


ପ୍ରକାଶ ଥାଉ କି, ପ୍ରତିମାସ ଶେଷ ରବିବାର ମନ୍ କି ବାତ୍ କାର୍ଯ୍ୟକ୍ରମ ପ୍ରସାରିତ ହୋଇଥାଏ । ୨୦୧୪ ଅକ୍ଟୋବର ୩ ତାରିଖରେ ମନ୍ କି ବାତର ପ୍ରଥମ ଏପିସୋଡ ପ୍ରସାରିତ ହୋଇଥିଲା । ପ୍ରଥମ ଏପିସୋଡ ୧୪ ମିନିଟର ରହିଥିଲା । ଏହାପରେ ୨୦୧୫ରୁ ଏପିସୋଡ ସମୟ ୩୦ମିନିଟକୁ ବୃଦ୍ଧି କରାଯାଇଥିଲା । ହିନ୍ଦୀ ଭାଷା ସହ ଆଞ୍ଚଳିତ ଭାଷାରେ ମୋଦିଙ୍କ ମନ କଥାକୁ ପ୍ରସାରିତ କରାଯାଇଥାଏ । ଏହା କାର୍ଯ୍ୟକ୍ରମ ଜରିଆରେ ଦେଶବାସୀ ପ୍ରଧାନମନ୍ତ୍ରୀଙ୍କ ମନ କଥା ଶୁଣିଥାନ୍ତି । ଏହି କାର୍ଯ୍ୟକ୍ରମ ଜରିଆରେ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ବ୍ୟକ୍ତିତ୍ବଙ୍କ ବିଷୟରେ କରିଥାନ୍ତି ପ୍ରଧାନମନ୍ତ୍ରୀ । ସ୍ବଚ୍ଛତା ସହ ଜଡିତ ଅନେକ ପ୍ରେରଣାଦାୟୀ କଥା କହିଥାନ୍ତି । ଗତ ମନ୍ କି ବାତ୍ ଏପିସୋଡରେ ପ୍ରଧାନମନ୍ତ୍ରୀ କଳାହାଣ୍ଡି ଚାଷୀଙ୍କୁ ପ୍ରଶଂସା କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.