ପ୍ରମୁଖ ଖବର
  • ବୁଧବାର ଅରୁଣ ଗୋଭିଲ, ଗୁରୁବାର ପୁଣି ଓଡିଶା ଆସିବେ ଜେ.ପି ନଡ୍ଡା
  • ||
  • ପ୍ରଯୋଜକ ବିଜୟ ପଟ୍ଟନାୟକଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ତ୍ୟାଗ କଲେ ଶେଷ ନିଶ୍ୱାସ
  • ||
  • ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଦୁର୍ଘଟଣା : ଜଣେ ଆହତ, ଅଳ୍ପକେ ବର୍ତ୍ତିଲେ ୨୦ ପୋଲିସ କର୍ମଚାରୀ
  • ||
  • ରଥଖଳା ହାଲ୍‌ଚାଲ୍‌...ଶ୍ରୀନୃସିଂହ ଚତୁର୍ଦ୍ଦଶୀ ତିଥିରେ ଗୁଜ ଅନୁକୂଳ, ଖୋଳା ହେବ ଯନ୍ତା ଗାଡ଼
  • ||
  • ସ୍ୱାତୀ ମାଲିୱାଲଙ୍କୁ ମାଡ଼ ମାମଲା: ସିଏମ୍‌ ହାଉସ୍‌ରେ ବିଭବଙ୍କୁ ନେଇ ସିନ୍‌ ରିକ୍ରିଏଟ୍‌
  • ||
  • ମଦ ନୀତି ଦୁର୍ନୀତି ମାମଲା: କେଜ୍‌ରିୱାଲଙ୍କୁ ପୁଣି ୧୪ ଦିନ ରିମାଣ୍ଡରେ ନେବାକୁ ଇଡିର ଆବେଦନ
  • ||
  • IPL ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମୁହାଁମୁହିଁ ହେବେ କୋଲକାତା- ହାଇଦ୍ରାବାଦ, ରନ୍‌ ବର୍ଷା କରିବେ ବ୍ୟାଟିଂ ପାୱାର ହାଉସ୍‌
  • ||
  • ବାତ୍ୟା ହେବନି..ଅବପାତ ହୋଇ ମିଆଁମାର ଯିବ: ଜିଏଫଏସ୍
  • ||

ମେ ୬ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ବ୍ରହ୍ମପୁର ଓ ନବରଙ୍ଗପୁରରେ କରିବେ ପ୍ରଚାର

ଭୁବନେଶ୍ଵର, ୦୧/୦୫ : ମେ ୬ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଦକ୍ଷିଣ ଓଡ଼ିଶାରେ କରିବେ ହାଇଭୋଲଟେଜ ପ୍ରଚାର। ଗୋଟିଏ ଦିନରେ ୨ଟି ଲୋକସଭା କ୍ଷେତ୍ରରେ ରହିଛି କାର୍ଯ୍ୟକ୍ରମ। ପ୍ରଥମେ ବ୍ରହ୍ମପୁର ଏବଂ ପରେ ନବରଙ୍ଗପୁରରେ ହେବାକୁ ଥିବା ସାଧାରଣ ସଭାରେ ଦେବେ ଯୋଗ। 

ସୂଚନାନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୬ ତାରିଖ ସକାଳ ୧୦ଟାରେ ବ୍ରହ୍ମପୁର ଠାରେ ଆୟୋଜିତ ସମାବେଶରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଅପରାହ୍ନରେ ନବରଙ୍ଗପୁର ଠାରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ । ଉଭୟ ସମାବେଶରେ ପ୍ରଧାନମନ୍ତ୍ରୀ ଉଦବୋଧନ ଦେବେ। ତେବେ ଶେଷ ପର୍ଯ୍ୟାୟ ନିର୍ବାଚନ ଭିତରେ ଓଡ଼ିଶାକୁ ମୋଦିଙ୍କ ଘନ ଘନ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.