ପ୍ରମୁଖ ଖବର
  • ନୀଳଗିରିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାରାଥନ ପ୍ରଚାର
  • ||
  • ଚିଲିକାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପୁରୀ ଲୋକସଭା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଅପିଲ୍ କଲେ
  • ||
  • ଟିମ୍‌ ଇଣ୍ଡିଆ ମୁଖ୍ୟ କୋଚ୍‌ ରେସ୍, ମାହେଲା ଜୟବର୍ଦ୍ଧନେଙ୍କୁ ବିସିସିଆଇର ପ୍ରସ୍ତାବ
  • ||
  • ଜୁଲାଇ ୪ରେ ବ୍ରିଟେନରେ ସାଧାରଣ ନିର୍ବାଚନ, ଆସନ୍ତା ସପ୍ତାହରେ ଭଙ୍ଗ ହେବ ସଂସଦ
  • ||
  • ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ କାଉଣ୍ଟଡାଉନ୍ ଆରମ୍ଭ: ଗୁରୁବର ସନ୍ଧ୍ୟା ସରିବ ପ୍ରଚାର, ଶନିବାର ୫୮ ଆସନରେ ମତଦାନ
  • ||
  • କଣାସରେ ଘର ଭିତରକୁ ପଶିଗଲା ଟ୍ରାକ୍ଟର, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ମେ’ ୨୯ରେ ପୁଣି ଓଡ଼ିଶା ଆସିବେ ମୋଦି, ୨୬ରେଭଦ୍ରକରେ ଭୋଟ୍‌ ମାଗିବେ ରାହୁଲ, ବାଲେଶ୍ୱରକୁ ଖଡ୍‌ଗେ
  • ||
  • ରଥ ଖଳା ହାଲ୍‌ଚାଲ୍‌...ରଥ ଗୁଜରେ ନୃସିଂହ ମୁଖ ଅଙ୍କନ, ରୂପକାରଙ୍କ କାର୍ଯ୍ୟାରମ୍ଭ, ଅର ଅନୁକୂଳ କଲେ ବିଶ୍ୱକର୍ମା
  • ||
  • ସନ୍ଧ୍ୟାରେ ସରିବ ତୃତୀୟ ପର୍ଯ୍ୟାୟ ଭୋଟ୍‌ ପ୍ରଚାର, ଶନିବାର ୬ ଲୋକସଭା, ୪୨ ବିଧାନସଭାରେ ଭୋଟ୍‌
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୨୪ ସୁଦ୍ଧା ଅବପାତ, ୨୫ରେ ଗଭୀର ଅବପାତ ସମ୍ଭାବନା, ଭଦ୍ରକ ଏବଂ ବାଲେଶ୍ୱରରେ ବର୍ଷିବ
  • ||

ମେ ୬ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ବ୍ରହ୍ମପୁର ଓ ନବରଙ୍ଗପୁରରେ କରିବେ ପ୍ରଚାର

ଭୁବନେଶ୍ଵର, ୦୧/୦୫ : ମେ ୬ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଦକ୍ଷିଣ ଓଡ଼ିଶାରେ କରିବେ ହାଇଭୋଲଟେଜ ପ୍ରଚାର। ଗୋଟିଏ ଦିନରେ ୨ଟି ଲୋକସଭା କ୍ଷେତ୍ରରେ ରହିଛି କାର୍ଯ୍ୟକ୍ରମ। ପ୍ରଥମେ ବ୍ରହ୍ମପୁର ଏବଂ ପରେ ନବରଙ୍ଗପୁରରେ ହେବାକୁ ଥିବା ସାଧାରଣ ସଭାରେ ଦେବେ ଯୋଗ। 

ସୂଚନାନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୬ ତାରିଖ ସକାଳ ୧୦ଟାରେ ବ୍ରହ୍ମପୁର ଠାରେ ଆୟୋଜିତ ସମାବେଶରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଅପରାହ୍ନରେ ନବରଙ୍ଗପୁର ଠାରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ । ଉଭୟ ସମାବେଶରେ ପ୍ରଧାନମନ୍ତ୍ରୀ ଉଦବୋଧନ ଦେବେ। ତେବେ ଶେଷ ପର୍ଯ୍ୟାୟ ନିର୍ବାଚନ ଭିତରେ ଓଡ଼ିଶାକୁ ମୋଦିଙ୍କ ଘନ ଘନ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.