ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

୪୯୦ ଦେଶୀ ମଦଭାଟିକୁ ଦିଆଯାଇଛି ଲାଇସେନ୍ସ, ଚଳିତ ବର୍ଷ ଆଦାୟ ହୋଇଛି ୨୨୭ କୋଟି ରାଜସ୍ଵ

ଭୁବନେଶ୍ଵର, ୩୧/୦୮ : ୨୩୧ ମୁଣ୍ଡ ନେଇଛି ବିଷାକ୍ତ ମଦ। ବିଧାନସଭାରେ ଉତ୍ତର ରଖିଲେ ଅବକାରୀ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ସେ କହିଛନ୍ତି ଯେ, ୨୦୧୯ ମସିହା ନିର୍ବାଚନ ବେଳେ ବିଷାକ୍ତ ମଦ ପିଇ ଭଦ୍ରକ ତିହିଡିରେ ୭ ଜଣଙ୍କର ମୃତ୍ୟୁ ହୋଇଥିଲା। ଓଡ଼ିଶାର ଗ୍ରାମାଞ୍ଚଳ ଗୁଡିକରେ ୪୩୩ ଗୋଟି ଦେଶୀଭାଟି (ମହୁଲି) ରହିଛି । ଚଳିତ ଆର୍ଥିକ ବର୍ଷରେ ଏହି ଦେଶୀଭାଟିମାନଙ୍କରୁ ୨୨୭ କୋଟି ରାଜସ୍ଵ ଆଦାୟ ହୋଇଛି। ଯାହାକି ରାଜ୍ୟର ଅବକାରୀ ରାଜସ୍ଵର ୯ ଶତାଂଶ ଅଟେ। ରାଜ୍ୟରେ ଦେଶୀ ମଦଭାଟି ଗୁଡିକରେ ପାଉଚ୍ ଉତ୍ପାଦନ ପାଇଁ ୪୯୦ ଗୋଟି ମଦଭାଟିକୁ ଲାଇସେନ୍ସ ଦିଆଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ ରାଜ୍ୟରେ ୨୩ କୋଟି ଲିଟର ଦେଶୀ ମହୁଲି ମଦ ଉତ୍ପାଦନ ହୋଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.